Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜଧାନୀରୁ ୩୦୦ ଗ୍ରାମର ବ୍ରାଉନସୁଗର ଜବତ, ଜଣେ ଗିରଫ

by ସଞ୍ଜୟ ସ୍ୱାଇଁ
June 25, 2022
in Crime, State
ରାଜଧାନୀରୁ ୩୦୦ ଗ୍ରାମର ବ୍ରାଉନସୁଗର ଜବତ, ଜଣେ ଗିରଫ
61
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜଧାନୀ ଭୁବନେଶ୍ଵର ଉପକଣ୍ଠ ଉତ୍ତରା ଛକରୁ ବିପୁଳ ପରିମାଣର ବ୍ରାଉନସୁଗର ଜବତ କରିଛି ଅବକାରୀ ବିଭାଗ । ପୁରୀ ରୁ ଅଟୋ ଯୋଗେ ଭୁବନେଶ୍ୱର କୁ ହେଉଥିଲା ଚୋରା ଚାଲାଣ। ଉତ୍ତରା ଛକ ନିକଟରେ ଏକ ଅଟୋ ଉପରେ ଅତର୍କିତ ଚଢାଉ କରି ବିପୁଳ ପରିମାଣର ବ୍ରାଉନସୁଗାର ଓ ଅଟୋ ଜବତ କରିଛି ପୁରୀ ଅବକାରୀ ବିଭାଗ । ପ୍ରାୟ ୩୦୦ ଗ୍ରାମର ବ୍ରାଉନସୁଗର ଜବତ ହୋଇଛି ଏବଂ ଏହାର ଆନୁମାନିକ ମୂଲ୍ୟ ୩୦ଲକ୍ଷ ଟଙ୍କା ହୋଇଥିବା କୁହାଯାଉଛି । ଆଜି ସକାଳ ଭୋର୍ ୬ ଟା ସମୟରେ ଜଣେ ବ୍ୟକ୍ତି ଏକ ଅଟୋ ଯୋଗେ ବିପୁଳ ପରିମାଣର ବ୍ରାଉନ ସୁଗାର ନେଇ ଆସୁଥିଲେ । କୌଣସି ସୂତ୍ରରୁ ଖବର ପାଇ ପୁରୀ ଅବକାରୀ ବିଭାଗ ଉତ୍ତରା ଛକରେ ଅତର୍କିତ ଚଢାଉ କରିଥିଲା । ଚଢାଉ ବେଳେ ଅଟୋ ରୁ ବ୍ରାଉନସୁଗାର ଜବତ ସହ ଜଣକୁ ଅଟକ ରଖାଯାଇଛି । ଆନ୍ତଃରାଜ୍ୟ ଚୋରାଚାଲାଣକାରୀ ଖୋକନ ଦାସ ଗିରଫ ହୋଇଛି । ଅନ୍ୟଜଣେ ଖସିଯିବା ରେ ସକ୍ଷମ ହୋଇଥିବା ସୂଚନା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!