Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨ ନକଲି ମାଓବାଦୀ ଗିରଫ

by ସଞ୍ଜୟ ସ୍ୱାଇଁ
June 25, 2022
in Crime, State
୨ ନକଲି ମାଓବାଦୀ ଗିରଫ
78
VIEWS
Share on FacebookShare on Twitter

କଳାହାଣ୍ଡି, (ବାଘୁଆବାର୍ତ୍ତା): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ବିଭିନ୍ନ ବ୍ୟବସାୟୀ ତଥା ଠିକାଦାର ମାନଙ୍କୁ ମାଓବାଦୀ ନାମରେ ପଇସା ମାଗୁଥିବା ଅଭିଯୋଗରେ ୨ଜଣଙ୍କୁ ପୋଲିସ ଗିରଫ କରିଛି। ଏ ନେଇ କଳାହାଣ୍ଡି ଏସ୍ପି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ଉକ୍ତ ଦୁଇଜଣ ବିଭିନ୍ନ ଲୋକଙ୍କ ଠାରୁ ପ୍ରାୟ ଏକ କୋଟି ରୁ ଉର୍ଦ୍ଧ୍ବ ଟଙ୍କା ନେଇଥିବା ସୂଚନା ମିଳିଛି । ଉକ୍ତ ଦୁଇଜଣଙ୍କ ନା ବିଭିନ୍ନ ଥାନାରେ ପ୍ରାୟ ୫ଟି ରୁ ଅଧିକ ମାମଲା ରୁଜ୍ଜୁ ହୋଇଥିଲା । ସେମାନଙ୍କ ପାଖରୁ ୩ଟି ମୋବାଇଲ ଫୋନ, ଏକ ଲକ୍ଷ ନଗଦ ଟଙ୍କା, ଏକ ବାଇକ ପୋଲିସ ଜବତ କରିଛି ବୋଲି ଏସ୍ପି ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!