Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଉରକେଲାରେ ଏନକାଉଣ୍ଟର, ଏକେ-୪୭ ଜବତ, ୨ ଗିରଫ

by ସଞ୍ଜୟ ସ୍ୱାଇଁ
June 25, 2022
in Crime, State
ରାଉରକେଲାରେ ଏନକାଉଣ୍ଟର, ଏକେ-୪୭ ଜବତ, ୨ ଗିରଫ
90
VIEWS
Share on FacebookShare on Twitter

ରାଉରକେଲା, (ବାଘୁଆବାର୍ତ୍ତା): ରାଉରକେଲାରୁ ଏକ ବଡ଼ ଏନକାଉଣ୍ଟରର ଖବର ସାମ୍ନାକୁ ଆସିଛି। ଚଣ୍ଡିପୋଶ ଥାନା ଅନ୍ତର୍ଗତ ଏହି କାଣ୍ଡ ଘଟିଥିବା ସୂଚନା ମିଳିଛି। ପୋଲିସର ଏନକାଉଣ୍ଟରରେ ଜଣେ ଭୟଙ୍କର ଅପରାଧୀ ଆହତ ହୋଇଥିବା ବେଳେ ତାଙ୍କ ନିକଟରୁ ଏକେ -୪୭ ବନ୍ଧୁକ ଜବତ ହୋଇଛି। ରାଉରକେଲା ପୋଲିସ ଅନ୍ୟ ୨ ଅପରାଧୀଙ୍କୁ ମଧ୍ୟ ଗିରଫ କରିଛି ଏବଂ ଆହତ ଅପରାଧୀକୁ ଆରଜିଏଚ୍ ରେ ଭର୍ତ୍ତି କରାଯାଇଛି। ସୁତ୍ରରୁ ମିଳିଥିବା ସୂଚନା ମୁତାବକ ଦୁଇ ଅପରାଧୀ ପଡ଼ୋଶୀ ଝାଡ଼ଖଣ୍ଡ ରାଜ୍ୟର ଅଟନ୍ତି। ତିନି ଦୁର୍ବୁତ୍ତମାନଙ୍କ ମଧ୍ୟ ଜଣଙ୍କଠାରେ ଗୁଳି ବାଜିଛି ଏବଂ ଅନ୍ୟଦୁଇ ଜଣଙ୍କୁ ପୋଲିସ ଗିରଫ କରିଛି । ଏହା ସହିତ ସେମାନଙ୍କ ପାଖରୁ ଏକେ-୪୭ ଭଳି ମାରଣାସ୍ତ୍ର ଜବତ ହୋଇଛି ବୋଲି ରାଉରକେଲା ଏସପି କହିଛନ୍ତି। ପୋଲିସ ଏହି ଅପରାଧୀମାନଙ୍କ ବିଷୟରେ ଆହୁରି କିଛି ଗୁରୁତ୍ୱପୁର୍ଣ୍ଣ ସୂଚନା ପାଇଛି ଏବଂ ଏହାକୁ ଭିତ୍ତି କରି ବିଭିନ୍ନ ସ୍ଥାନରେ ଚେକିଂ କରବା ସହ ପେଟ୍ରୋଲିଂ ମଧ୍ୟ ଆରମ୍ଭ କରିଛି । ତେବେ ଅପରାଧୀମାନଙ୍କୁ ଅଧିକ ଜେରା ପରେ ଆହୁରି କିଛି ସୂଚନା ମିଳିପାରେ ବୋଲି ଏସପି କହିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!