Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏକ ଲୁଟେରା ଗ୍ୟାଙ୍ଗର ୩ ସଦସ୍ୟ ଗିରଫ, ୯ଟି ସୁନା ଚେନ୍‌ ଓ ୭ ବାଇକ୍ ଜବତ

by ସଞ୍ଜୟ ସ୍ୱାଇଁ
June 26, 2022
in Crime, State
ଏକ ଲୁଟେରା ଗ୍ୟାଙ୍ଗର ୩ ସଦସ୍ୟ ଗିରଫ, ୯ଟି ସୁନା ଚେନ୍‌ ଓ ୭ ବାଇକ୍ ଜବତ
91
VIEWS
Share on FacebookShare on Twitter

ଖୋର୍ଦ୍ଧା, (ବାଘୁଆବାର୍ତ୍ତା): ସୁନା ଚେନ୍‌ ଲୁଟୁଥିଲେ। ଘରୋଇ ବ୍ୟାଙ୍କରେ ବନ୍ଧା ରଖୁଥିଲେ। ଏଭଳି ଏକ ଲୁଟେରା ଗ୍ୟାଙ୍ଗର ୩ ସଦସ୍ୟଙ୍କୁ ଗିରଫ କରିଛି ଖୋର୍ଦ୍ଧା ଟାଉନ ଥାନା ପୁଲିସ୍। ଅଭିଯୁକ୍ତମାନେ ହେଉଛନ୍ତି କାଳି ପ୍ରସାଦ ରାଉଳ, ସୁନୀଲ ମାନସିଂହ ଓ ବିଭୁତିଭୂଷଣ ସାହୁ। କାଳି ପ୍ରସାଦର ଘର ଗଡ଼ଖୋର୍ଦ୍ଧା ହାଉସିଂବୋର୍ଡ କଲୋନୀରେ ହୋଇଥିବା ବେଳେ ସୁନୀଲ ବାଜପୁରର ବାସିନ୍ଦା। ସେହିପରି ବିଭୁତିଭୂଷଣର ଘର ପୁରୀ ଜିଲ୍ଲା ଗଡ଼ିଶଗଦା ଗାଁରେ। ଅଭିଯୁକ୍ତମାନେ କେବଳ ସୁନା ଚେନ୍ ଲୁଟୁ ନ ଥିଲେ ବାଇକ୍ ମଧ୍ୟ ଚୋରି କରୁଥିଲେ। ସେମାନଙ୍କ ଠାରୁ ୯ଟି ସୁନା ଚେନ୍ ଓ ୭ଟି ଚୋରା ବାଇକ୍‌ ମଧ୍ୟ ଜବତ କରାଯାଇଛି। ଖୋର୍ଦ୍ଧା ସହର ସମେତ ଜଟଣୀ ଓ ଭୁବନେଶ୍ୱରରୁ ସୁନା ଚେନ ଲୁଟ୍‌ କରି ଅଭିଯୁକ୍ତମାନେ ଭିନ୍ନ ଭିନ୍ନ ଘରୋଇ ବ୍ୟାଙ୍କରେ ବନ୍ଧା ରଖିବା ସମ୍ପର୍କରେ କୌଣସି ସୂତ୍ରରୁ ଖବର ପାଇଥିଲା ଟାଉନ ଥାନା ପୁଲିସ। ଏହା ପରେ ଚଢ଼ାଉ କରି ଅଭିଯୁକ୍ତମାନଙ୍କୁ ଗିରଫ କରିଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!