Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସମନ୍ୱିତ ସ୍ୱାସ୍ଥ୍ୟ ସର୍ବେକ୍ଷଣ ଅଭିଯାନ

by ସଞ୍ଜୟ ସ୍ୱାଇଁ
June 27, 2022
in Health, Nayagarh, State
ସମନ୍ୱିତ ସ୍ୱାସ୍ଥ୍ୟ ସର୍ବେକ୍ଷଣ ଅଭିଯାନ
196
VIEWS
Share on FacebookShare on Twitter

ନୟାଗଡ, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ ସମନ୍ୱିତ ସ୍ୱାସ୍ଥ୍ୟ ସର୍ବେକ୍ଷଣ ଅଭିଯାନ ଜୁନ ୨୧ ରୁ ସେପ୍ଟେମ୍ବର ୨୦ ତାରିଖ ଯାଏ ଅଭିଯାନ ଚାଲିବ । ଏହି ଅଭିଯାନରେ ଆଶା, ଅଙ୍ଗନୱାଡି କର୍ମୀ ଘରକୁ ଘର ଯାଇ ସ୍ୱାସ୍ଥ୍ୟ ସମସ୍ୟା ବୁଝୁଛନ୍ତି । କୋଭିଡି ଉପରେ ସଚେତନତା, ମାସ୍କ ପିନ୍ଧିବା, ହାତ ସାନିଟାଇଜର କରିବା ବିଷୟରେ ଲୋକ ମାନଙ୍କୁ ବୁଝାଉଛନ୍ତି ଏବଂ ରୋଗର ଲକ୍ଷଣ ଜଣା ପଡିଲେ ତୁରନ୍ତ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଯିବା ପାଇଁ ପରାମର୍ଶ ଦେଉଛନ୍ତି । କୋଭିଡ, ଡେଙ୍ଗୁ, ମ୍ୟାଲେରିଆ, ଡାଇରିଆ, ଯକ୍ଷ୍ମା, କୁଷ୍ଠ, ଫାଇଲେରିଆ ଲକ୍ଷଣ ଥିଲେ ପରୀକ୍ଷା କରିବେ । ଲକ୍ଷଣ ଥିଲେ ଡାକ୍ତରଖାନାକୁ ପଠାଇ ଚିହ୍ନଟ ଓ ଚିକିତ୍ସା ବ୍ୟବସ୍ଥା କରାଇବେ । ବଡ଼ ପଣ୍ଡୁସରର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷ୍ୟରୁ ଏହି ଅଭିଯାନ ଚାଲୁଅଛି । ସମନ୍ୱିତ ସ୍ୱାସ୍ଥ୍ୟ ସର୍ବେକ୍ଷଣ ଅଭିଯାନକୁ ସଫଳ କରିବା ପାଇଁ ଭାରପ୍ରାପ୍ତ ଚିକିତ୍ସା ଅଧିକାରୀ ଡ.ଆଶୁତୋଷ ପଟ୍ଟନାୟକ ସମସ୍ତ ଅଧିକାରୀ ମାନଙ୍କୁ ବୁଝାଇଥିଲେ । ଏକ ସ୍ୱତନ୍ତ୍ର ଫର୍ମାଟରେ ପ୍ରତିଘରର ତଥ୍ୟ ରହିବା ସମ୍ପର୍କରେ ବୁଝାଇଥିଲେ । ଦିଲ୍ଲୀପ କୁମାର ପ୍ରଧାନ, ବିଶ୍ୱରଞ୍ଜନ ସୁବୁଦ୍ଧି, ପ୍ରଭାକର ପଲେଇ, ଦୀପକ ଦଳବେହେରା, ସୁଜିତ ସାହୁ, ସ୍ୱର୍ଣ୍ଣଲତା ପରିଡା, ସନ୍ତୋଷ ଭୁଜବଳ, ସତ୍ୟ ସତପଥୀ ବ୍ଲକର ସମସ୍ତ ସ୍ୱାସ୍ଥ୍ୟ ପରିଦର୍ଶକ, ସ୍ୱାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନୱାଡି କର୍ମୀ ଅଭିଯାନରେ ସାମିଲି ହୋଇ ସଚେତନ କରାଉଅଛନ୍ତି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!