Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜମିବାଡ଼ି ବିବାଦକୁ କେନ୍ଦ୍ର କରି ପୁତୁରାର କଟୁରୀ ଚୋଟରେ ସାନମାଆ ଏବଂ ସାନବାପା ଗୁରୁତର

by ସଞ୍ଜୟ ସ୍ୱାଇଁ
June 28, 2022
in Crime, State
ଜମିବାଡ଼ି ବିବାଦକୁ କେନ୍ଦ୍ର କରି ପୁତୁରାର କଟୁରୀ ଚୋଟରେ ସାନମାଆ ଏବଂ ସାନବାପା ଗୁରୁତର
61
VIEWS
Share on FacebookShare on Twitter

ଜଗତ୍‌ସିଂହପୁର, (ବାଘୁଆବାର୍ତ୍ତା): ଜମିବାଡ଼ି ବିବାଦକୁ କେନ୍ଦ୍ର କରି ପୁତୁରାର କଟୁରୀ ଚୋଟରେ ସାନମାଆ ଏବଂ ସାନବାପା ଗୁରୁତର ହୋଇ ଜଗତସିଂହପୁର ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ କେନ୍ଦ୍ର ଓ ପରେ କଟକ ସ୍ଥାନାନ୍ତର ହୋଇଛନ୍ତି କ୍ଷ ଏପରି ଘଟଣା ଦେଖିବାକୁ ମିଳିଛି ଜଗତସିଂହପୁର ଜିଲ୍ଲା ଏରସମା ଥାନା ଅନ୍ତର୍ଗତ କଦେଳିଵାରୀ ଗ୍ରାମରେ । ଜମିବାଡ଼ି ବିବାଦକୁ କେନ୍ଦ୍ର କରି ସାବିତ୍ରୀ ସ୍ୱାଇଁ ଓ ତାଙ୍କ ସ୍ୱମୀ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁଙ୍କୁ ତାଙ୍କ ପୁତୁରା ବିଜୟ ସ୍ୱାଇଁ ଏକ କଟୁରୀ ସାହାଯ୍ୟରେ ମାରାଣତ୍ମକ ଆକ୍ରମଣ କରିଥିଲା । ଯାହା ଫଳରେ ସାବିତ୍ରୀ ଓ ତାଙ୍କ ସ୍ୱମୀ ଗୁରୁତର ହୋଇ ପଡ଼ିଥିଲେ କ୍ଷ ଘଟଣା ସ୍ଥଳରେ ସାବିତ୍ରୀଙ୍କ ସାନ ପୁଅ ପହଞ୍ଚି ବାପା ଏବଂ ମାଆଙ୍କୁ ଉଦ୍ଧାର କରି ଜିଲ୍ଲା ସ୍ୱାସ୍ଥ୍ୟ କେନ୍ଦ୍ରକୁ ୧୦୮ ଆମ୍ବୁଲାନ୍ସ ଯୋଗେ ଆଣିଥିଲା । ସେଠାରେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥାରେ ଉନ୍ନତି ନ ଆସିବାରୁ ତାଙ୍କୁ ଡାକ୍ତର କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରିଛନ୍ତି । ଏ ବାବଦରେ ଏରସମା ପୋଲିସ କୁ ଖବର ଦିଆ ଯାଇଥିଲେ ମଧ୍ୟ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ନଥିବା ଅଭିଯୋଗ ହୋଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!