Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜାପୁର ଜିଲ୍ଲାରେ ପୁଣି ମାଓ ହିଂସା, ପୋଲିସ ଇନଫର୍ମର ସନ୍ଦେହରେ ସରପଞ୍ଚଙ୍କୁ ଗଳା କାଟି ହତ୍ୟା

by ସଞ୍ଜୟ ସ୍ୱାଇଁ
June 29, 2022
in Crime, State
ବିଜାପୁର ଜିଲ୍ଲାରେ ପୁଣି ମାଓ ହିଂସା, ପୋଲିସ ଇନଫର୍ମର ସନ୍ଦେହରେ ସରପଞ୍ଚଙ୍କୁ ଗଳା କାଟି ହତ୍ୟା
31
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା): ମାଲକାନଗିରି ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲ୍ଲାରେ ପୁଣି ମାଓ ହିଂସା। ପୋଲିସ ଇନଫର୍ମର ସନ୍ଦେହରେ ସରପଞ୍ଚଙ୍କୁ ଗଳା କାଟି ହତ୍ୟା। ମୃତକ ହେଉଛନ୍ତି ମୋରମେଡ଼ ପଞ୍ଚାୟତର ସରପଞ୍ଚ ପତିରାମ କୁଡିଆମ। ସୂଚନାନୁଯାୟୀ, ତୈନାଡ ଥାନା ଅନ୍ତର୍ଗତ ମୋରମେଡ଼ ଗ୍ରାମ ପଞ୍ଚାୟତର ସରପଞ୍ଚ ପତିରାମ କୁଡିଆମଙ୍କୁ ନକ୍ସଲମାନେ ଗତ ଦୁଇ ଦିନ ତଳେ ଅପହରଣ କରିଥିଲେ। ୧୫ ରୁ ୨୦ ଜଣ ସଶସ୍ତ୍ର ନକ୍ସଲ ସରପଞ୍ଚ ପତିରାମ କୁଡିଆମଙ୍କ ଘରେ ଆସି ତାଙ୍କୁ ନକ୍ସଲ ସଭାରେ ଯୋଗଦେବା ଲାଗି ଡାକି ନେଇଥିଲେ । ଆଜି ନିକଟସ୍ଥ ଜଙ୍ଗଲରୁ ପତିରାମଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଇନଫର୍ମର ସନ୍ଦେହରେ ନକ୍ସଲମାନେ ତାଙ୍କୁ ହତ୍ୟା କରିଥିବା ନେଇ ଘଟଣାସ୍ଥଳରେ କିଛି ହାତ ଲେଖା ପୋଷ୍ଟରରେ ଉଲ୍ଲେଖ ରହିଛି । ଘଟଣାସ୍ଥଳରେ ବିଜାପୁର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!