Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭୁବନେଶ୍ବରରୁ ଅପହରଣ ବହଳଦାରୁ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
June 29, 2022
in Crime, State
ଭୁବନେଶ୍ବରରୁ ଅପହରଣ ବହଳଦାରୁ ଉଦ୍ଧାର
127
VIEWS
Share on FacebookShare on Twitter

ଭୁବନେଶ୍ବର (ବାଘୁଆବାର୍ତ୍ତା): ଭୁବନେଶ୍ବରରୁ ଅପହରଣ ରାଇରଙ୍ଗପୁର ବହଳଦାରୁ ଉଦ୍ଧାର । ସାଲିଆ ସାହି ନିବାସ ନଗରରେ ରହୁଥିବା ଜଣେ ବିଧବା ଓ ମାନସିକ ଭିନ୍ନକ୍ଷମଙ୍କ ମହିଳାଙ୍କ ତିନି ବର୍ଷର ଶିଶୁ ପୁତ୍ରକୁ ବହଳଦା ବସଷ୍ଟାଣ୍ଡରୁ ଉଦ୍ଧାର କରିଛି ନୟାପଲ୍ଲୀ ଥାନା ପୋଲିସ । ଅପହରଣ ଅଭିଯୋଗରେ ସାଲିଆ ସାହିରେ ଭଡ଼ାରେ ରହୁଥିବା ସ୍ଵାମୀ-ସ୍ତ୍ରୀଙ୍କୁ ଗିରଫ କରି ଭୁବନେଶ୍ବର ଆଣୁଛି ନୟାପଲ୍ଲୀ ଥାନା ପୋଲିସ । ଦମ୍ପତ୍ତିଙ୍କର କେବଳ ଝିଅ ଥିବାରୁ ସେ ପୁଅଟିକୁ ନେଇଯାଇଥିବା ଭୁବନେଶ୍ବର ଜୋନ୍ ଏସିପି କହିଛନ୍ତି । ଗତ ୨୭ ତାରିଖରୁ ଶିଶୁପୁତ୍ରକୁ ଅପହରଣ କରାଯାଇଥିଲା । ଏବେ ନୟାପଲ୍ଲୀ ଥାନା ପୋଲିସ ଶିଶୁକୁ ଧରି ଭୁବନେଶ୍ବର ଫେରୁଛି । ତେବେ ଅପହରଣ କରିଥିବା ଦମ୍ପତ୍ତିଙ୍କର କୌଣସି ପୁତ୍ର ଜନ୍ମ ନହେବାରୁ ସେ ଏହିଭଳି ପଦକ୍ଷେପ ନେଇଥିବା ପୋଲିସ ଆଗରେ ସ୍ବୀକାର କରିଛନ୍ତି । ଗତ ଏକ ମାସ ମଧ୍ୟରେ ରାଜଧାନୀରୁ୧୧ ଜଣ ଶିଶୁ ଅପହରଣ ହୋଇଥିବା ବିଭିନ୍ନ ଥାନାରେ ଅଭିଯୋଗ ହୋଇଛି । ଏମାନଙ୍କ ମଧ୍ୟରୁ କିଛି ଅପହର୍ତ୍ତାଙ୍କୁ କମିଶନରେଟ୍ ପୋଲିସ ଉଦ୍ଧାର କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!