Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଡ଼ ଖବର ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଗିରଫ କଲା ଇଓଡବ୍ଲୁ

by ସଞ୍ଜୟ ସ୍ୱାଇଁ
June 30, 2022
in Crime, State
ବଡ଼ ଖବର ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଗିରଫ କଲା ଇଓଡବ୍ଲୁ
31
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବଡ଼ ଖବରର ବଡ଼ ଠକେଇ ଘଟଣା । ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସ ଗିରଫ । ନୟାଗଡ଼ ଓଡ଼ଗାଁରୁ ଅର୍ଦ୍ଧେନ୍ଦୁଙ୍କୁ ଗିରଫ କରି ଜେରା କରୁଛି ଇଓଡବ୍ଲୁ । ଏନେଇ ସୂଚନା ଦେଇଛନ୍ତି ଇଓଡବ୍ଲୁ ଏସପି । ବଡ଼ ଖବର ଅଫିସରେ ମାରାଥନ ରେଡ୍‌ କରିଥିଲା ଇଓଡବ୍ଲୁ । ଇଓଡବ୍ଲୁ ଓ କମିଶନରେଟ ପୋଲିସରେ ଅର୍ଦ୍ଧେନ୍ଦୁଙ୍କ ବିରୋଧରେ ରହିଛି ୪ଟି ମାମଲା । ୬ ଘଣ୍ଟାର ମାରାଥନ ରେଡ୍ କରିଥିଲା ୬ ଜଣିଆ ଟିମ୍ । ଇଓଡବ୍ଲୁ ସହିତ ଅଭିଯୋଗକାରୀ ଗଗନଦୀପ ସିଂ ଚାଓ୍ୱଲା ଓ ୨ ଜଣ ସାକ୍ଷୀ ମଧ୍ୟ ଥିଲେ । ଗଗନଦୀପ ଦେଇଥିବା ଇଲେକ୍ଟ୍ରିକାଲ ଇକ୍ୟୁପମେଣ୍ଟ ଅଫିସରେ ଲାଗିଛି କି ନା ନାହିଁ ତା’ର ଯାଞ୍ଚ ହୋଇଥିଲା । ଗଗନଦୀପ ଦେଇଥିବା ଯନ୍ତ୍ରାଂଶ ବଡ଼ ଖବର ଅଫିସ ବ୍ୟବହାର ହୋଇଛି । କେଉଁ କେଉଁ ସବୁ ଜିନିଷ ବ୍ୟବହାର ହୋଇଛି ଇଓଡବ୍ଲୁ ଲିଷ୍ଟ କଲା । ଗତ ୨୩ ତାରିଖରେ ଅର୍ଦ୍ଧେନ୍ଦୁ ଦାସଙ୍କ ନାମରେ ଠକେଇ ନେଇ ଦିଲ୍ଲୀର ସଲ୍ୟୁସନ୍‌ ବ୍ରୋଡ୍‌କାଷ୍ଟ ସଂସ୍ଥା ଇଓଡବ୍ଲୁ ରେ ଅଭିଯୋଗ କରିଥିଲା । ଠକେଇ ବାବଦରେ ଖୋଲତାଡ଼ ପାଇଁ ଅର୍ଦ୍ଧେନ୍ଦୁ ଦାଶଙ୍କୁ ନୋଟିସ କରିଥିଲା ଇଓଡବ୍ଲୁ । ୨ ଥର ନୋଟିସ ପରେ ବି ସେ ହାଜର ହୋଇ ନଥିଲେ । ଯାହାକୁ ନେଇ ଗତ ମଙ୍ଗଳବାର ଇଓଡବ୍ଲୁ ଅର୍ଦ୍ଧେନ୍ଦୁଙ୍କ ଜାଗମରା ଘରେ ରେଡ କରିଥିଲା । ଏବେ ସୁଦ୍ଧା କଟକ ଓ ଭୁବନେଶ୍ୱରରେ ଅର୍ଦ୍ଧେନ୍ଦୁଙ୍କ ନାମରେ ୪ଟି ଠକେଇ ଅଭିଯୋଗ ଆସିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!