Tuesday, October 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲା ପରିଷଦ ୭ମ ସାଧାରଣ ଅଧିବେଶନ

by ସଞ୍ଜୟ ସ୍ୱାଇଁ
February 12, 2020
in Feature News
ଜିଲ୍ଲା ପରିଷଦ ୭ମ ସାଧାରଣ ଅଧିବେଶନ
29
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ପରିଷଦ ସପ୍ତମ ସାଧାରଣ ଅଧିବେଶନ ଜିଲ୍ଲା ପରିଷଦ ସଭା ଗୃହରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପରିଷଦ ଅଧ୍ୟକ୍ଷା ବୈଜୟନ୍ତୀ ମାଳା ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ ଓ ପ୍ରାଣୀ ସଂପଦ ଏବଂ ଉଚ୍ଚ ଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗ ଦେଇଥିବା ବେଳେ ଅନ୍ୟତମ ଅତିଥ ଭାବେ ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ତଥା ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଜିଲ୍ଲାପାଳ ଡ. ପୋମା ଟୁଡୁ, ପ୍ରକଳ୍ପ ନିର୍ଦ୍ଦେଶକ ସୁବସ ଚନ୍ଦ୍ର ରାୟ, ବନଖଣ୍ଡ ଅଧିକାରୀ ଧନରାଜ ଏଚ.ଡି, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଅଖିଳ କୁମାର ଜାନୀ ପ୍ରମୂଖ ଯୋଗ ଦେଇଥିଲେ । ଏହି ବୈଠକରେ ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା, ଆବାସ ଯୋଜନା, ଜଳସେଚନ, ପୂର୍ତ୍ତ ବିଭାଗ, ବନ ବିଭାଗ, ପାନୀୟ ଜଳ ଓ ପାଇଖାନା, ଯୋଗାଣ ବିଭାଗର ଧାନକ୍ରୟ, ଶିକ୍ଷା ଆଦି ସଂମ୍ପର୍କରେ ଆଲୋଚନା ହୋଇଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!