Monday, April 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୋ ସରକାରରେ ସାମିଲ ହେଲା ପଂଚାୟତରାଜ

by ସଞ୍ଜୟ ସ୍ୱାଇଁ
February 12, 2020
in Feature News
ମୋ ସରକାରରେ ସାମିଲ ହେଲା ପଂଚାୟତରାଜ
19
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା ବ୍ୟୁରୋ) : ଜନସାଧାରଣ ହେଉଛନ୍ତି ଗଣତନ୍ତ୍ରର ଆତ୍ମା । ଗଣତନ୍ତ୍ରରେ ପ୍ରତି ଅନୁଷ୍ଠାନ ଲୋକଙ୍କ କଲ୍ୟାଣ ପାଇଁ, ଲୋକଙ୍କ ପଇସାରେ, ଲୋକଙ୍କ ସେବା ଓ ସଶକ୍ତି କରଣ ପାଇଁ ସୃଷ୍ଟି କରାଯାଇଛି । ପ୍ରତ୍ୟେକ ବ୍ୟକ୍ତିକୁ ଉତ୍ତମ ବ୍ୟବହାର ପଦର୍ଶନ କରାଯିବା ସହ ବୃତ୍ତିଗତ ସେବା ଏବଂ ସେବା ମନୋଭାବ ନେଇ ସେମାନଙ୍କ ସମସ୍ୟା ସମାଦାନ କରାଯିବା ଆବଶ୍ୟକ । ମୋ ସରକାରା ଲୋକମାନଙ୍କ ସରକାର, ଗଣତନ୍ତ୍ରରେ ଲୋକମାନେ ସବୁଠାରୁ ଉର୍ଦ୍ଧ୍ୱରେ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହିତ ଆଜି ପଂଚାୟତରାଜ ଓ ପାନୀୟ ଜଳ ବିଭାଗକୁ ମୋ ସରକାରରେ ସାମିଲ କରାଇଛନ୍ତି । ରାଜ୍ୟର ସମସ୍ତ ବ୍ଲକ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗକୁ ଏହି ମୋ ସରକାରରେ ସାମିଲ କରାଯାଇଛି । ଗ୍ରାମାଞ୍ଚଳର ଜୀବନଜିବିକା ହେଉଛି ପଂଚାୟତର ରାଜ ଓ ପାନୀୟକ ଝଲ ବିଭାଗ । ରାଜ୍ୟ ସରକାର ଏହି ବିଭାଗକୁ ଅଧିକ ଗୁରୁତ୍ୱ ଦେବା ସହ ସ୍ୱଚ୍ଛତା ଆଣିବା ଉଦ୍ଦେଶ୍ୟରେ ମୋ ସରକାରରେ ଏହି ବିଭାଗକୁ ସାମିଲ କରିଛନ୍ତି । ଏହି ଅବସରରେ ପଂଚାୟତରାଜ ମନ୍ତ୍ରୀ ପ୍ରତାପ ଜେନା, ବିଭାଗୀୟ ସଚିବ ଓ ମୁଖ୍ୟ ଶାସନ ସବିବ ପ୍ରମୂଖ ଯୋଗ ଦେଇ ନିଜର ବକ୍ତବ୍ୟ ପ୍ରଦାନ କରିଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026
୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି:ପରବର୍ତ୍ତୀ ସମୟରେ ବଢ଼ିପାରେ !

୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି:ପରବର୍ତ୍ତୀ ସମୟରେ ବଢ଼ିପାରେ !

April 19, 2026
ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!