Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୋଲିସ କବ୍‌ଜାରେ ଦୁଇ ପାଣି ମଟର ଚୋର, ୪ଟି ପାଣି ମଟର ଜବତ

by ସଞ୍ଜୟ ସ୍ୱାଇଁ
July 2, 2022
in Crime, State
ପୋଲିସ କବ୍‌ଜାରେ ଦୁଇ ପାଣି ମଟର ଚୋର, ୪ଟି ପାଣି ମଟର ଜବତ
154
VIEWS
Share on FacebookShare on Twitter

ବାଲିପାଟଣା, (ବାଘୁଆବାର୍ତ୍ତା): ବାଲିପାଟଣା ପୋଲିସ କବ୍ଜାରେ ଦୁଇ ମଟର ଚୋର । ଗିରଫ ଦୁଇ ଚୋର ହେଉଛନ୍ତି ଖଜୁରିଆପଡ଼ା ଗ୍ରାମର ଦିପୁନା ଭୋଇ ଏବଂ ଭଗବତପଡା ଗ୍ରାମର ବୃନ୍ଦାବନ ଭୋଇ । ପୋଲିସ ୨ ଚୋର ନିକଟରୁ ୪ଟି ପାଣି ମଟର ଜବତ କରିଛି । ସୂଚନାଯୋଗ୍ୟ ଯେ, ବାଲିପାଟଣା ଥାନା ଖଜୁରିଆପଡ଼ା ଗ୍ରାମ ଏବଂ ଏହାର ଆଖପାଖ ଗ୍ରାମରୁ ବାରମ୍ବାର ମଟର ଚୋରି ହେଉଥିଲା । ପୋଲିସରେ ଅଭିଯୋଗ ପରେ ଏହି ୨ ଜଣିଆ ମଟର ଚୋର ଗ୍ୟାଙ୍ଗକୁ ଧରିବାକୁ ପୋଲିସ ତତ୍ପର ହୋଇଥିଲା । ତେବେ ୨ ଚୋର ଭଗବତପଡା ଗ୍ରାମରୁ ପାଣି ମଟର ଚୋରି ବେଳେ ଗ୍ରାମବାସୀ ସେମାନଙ୍କୁ କାବୁ କରି ପୋଲିସ ଜିମା ଦେଇଥିଲେ । ପଚରା ଉଚରା ପରେ ୨ ଚୋରଙ୍କ ନିକଟରୁ ୪ଟି ପାଣି ମଟର ଜବତ କରିଥିଲା ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!