Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଚସାରୁ ଯୁବକଙ୍କୁ ପିଟିପିଟି ହତ୍ୟା

by ସଞ୍ଜୟ ସ୍ୱାଇଁ
July 4, 2022
in Crime, State
ବଚସାରୁ ଯୁବକଙ୍କୁ ପିଟିପିଟି ହତ୍ୟା
85
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ଯୁବକ ଜଣଙ୍କ ହେଲେ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବିଜେଗଙ୍ଗାଧରପୁର ଗାଁର ବିଦ୍ୟାଧର ମାଝୀ। ଗତକାଲି ବିଦ୍ୟାଧର ବିବାହ ଭୋଜି ଖାଇବା ପାଇଁ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଆସିଥିଲେ। ଏହି ବିବାହ ଭୋଜିକୁ ପରିଡା ସାହିର ଆଦିତ୍ୟ ରାଉତ ମଧ୍ୟ ଆସିଥିଲେ। କୌଣସି କଥାକୁ ନେଇ ଆଦିତ୍ୟ ଓ ବିଦ୍ୟାଧରଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ ବିଦ୍ୟାଧର ଭୋଜି ଖାଇ ଘରୁ ଫେରୁ ଥିବାବେଳେ ବାଟରେ ଆଦିତ୍ୟ ଏକ ବାଉଁଶ ଆଣି ତାଙ୍କୁ ମୁଣ୍ଡକୁ ପିଟି ଦେଇଥିଲେ। ଘଟଣାସ୍ଥଳରେ ବିଦ୍ୟାଧରଙ୍କ ମୃତ୍ୟୁ ଘଟିଥିଲା। ଘଟଣାପରେ ଆଦିତ୍ୟ ଫେରାର ହୋଇଯାଇଥିଲେ। ବିଦ୍ୟାଧରଙ୍କ ପରିବାର ପକ୍ଷରୁ ଏନେଇ ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ପୁଲିସ ମୃତଦେହ କୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!