Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ଆସିପାରେ କି ୪ର୍ଥ ଲହର!

by ସଞ୍ଜୟ ସ୍ୱାଇଁ
July 4, 2022
in Health, State
ରାଜ୍ୟରେ ୧୧,୬୦୭ ଜଣ କରୋନା ପଜିଟିଭ୍ ଚିହ୍ନଟ, ନୟାଗଡ଼ରୁ ୨୦୬
110
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୪୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୧ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୦୭୮୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩୮ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୩୫ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ, ଷ୍ଟେଟ ପୁଲ୍‌ରୁ ୨୮ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୦୭୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୧୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୮୦୧୧୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୧୩୬୭୫୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!