Monday, April 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୂଆଗାଁ ବ୍ଲକ ଅଙ୍ଗନବାଡ଼ି ସାମୁଖ୍ୟ ବୈଠକ

by ସଞ୍ଜୟ ସ୍ୱାଇଁ
February 17, 2020
in Feature News
ନୂଆଗାଁ ବ୍ଲକ ଅଙ୍ଗନବାଡ଼ି ସାମୁଖ୍ୟ ବୈଠକ
30
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୂଆଗାଁ ବ୍ଲକ ଅଙ୍ଗନବାଡ଼ି କର୍ମୀ ଓ ସହାୟିକା ସାମୁଖ୍ୟର ବୈଠକ ମହିପୁର ନିକଟସ୍ଥ ରାମଚଣ୍ଡୀ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ସଭାନେତ୍ରୀ ପୁଷ୍ପାଞ୍ଜଳୀ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ବିଜୁ ଶ୍ରମିକ ସାମୁଖ୍ୟର ରାଜ୍ୟ ସହ ସଂପାଦକ ଶ୍ରୀକାନ୍ତ ପଟ୍ଟନାୟକ, ଜିଲ୍ଲା ସଭାନେତ୍ରୀ ଜ୍ୟୋତ୍ସାମୟୀ ପଣ୍ଡା ଯୋଗ ଦେଇ ବିଭିନ୍ନ ସମସ୍ୟା ସଂମ୍ପର୍କରେ ଆଲୋଚନା କରିଥିଲେ । କର୍ମୀ ଓ ସହାୟିକାମାନଙ୍କୁ ରାସନକାର୍ଡ଼ ପ୍ରଦାନ କରାଯିବା ସହ ଖାଦ୍ୟ ସୁରକ୍ଷା ଆଇନରେ ଯୋଡ଼ିବା ଏବଂ ଆବଶ୍ୟକତା ଅନୁଯାୟୀ ଆବାସ ଯୋଜନାର ଅନ୍ତଭୁକ୍ତ କରିବାକୁ ଦାବି ହୋଇଛି । ଅନ୍ୟମାନଙ୍କ ମଧ୍ୟରେ ପ୍ରେମାଞ୍ଜଳୀ ମହାରଣା, କଳ୍ପନା ସେଠୀ, ସରସ୍ୱତୀ ପ୍ରଧାନ ପ୍ରମୂଖ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!