Monday, April 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂରାତନ ଛାତ୍ର ବନ୍ଧୁ ସମ୍ମିଳନୀ

by ସଞ୍ଜୟ ସ୍ୱାଇଁ
February 17, 2020
in Feature News
ପୂରାତନ ଛାତ୍ର ବନ୍ଧୁ ସମ୍ମିଳନୀ
30
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ସଦର ବ୍ଲକ ଅନ୍ତର୍ଗତ ଚଣ୍ଡିବସ୍ତ ମଧ୍ୟ ଇଂରାଜୀ ବିଦ୍ୟାଳୟର ୧୯୮୧ ମସିହା ପୁରାତନ ଛାତ୍ରଛାତ୍ରୀମାନଙ୍କୁ ନେଇ ବନ୍ଧୁ ମିଳନ କାର୍ଯ୍ୟକ୍ରମ ନୟାଗଡ଼ ସହର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ନିକଟସ୍ଥ ଫାର୍ମ ହାଉସରେ ଅନୁଷ୍ଠିତ ହୋଇଯାଇଛି । ପୁରାତନ ଛାତ୍ର ପ୍ରଫୁଲ କୁମାର ବେହେରାଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଶତାଧିକ ବନ୍ଧୁ ସପରିବାର ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ବରିଷ୍ଠ ସାମ୍ବାଦିକ ପ୍ରଦୀପ୍ତ ପଟ୍ଟନାୟକ ଅତିଥି ଭାବେ ଯୋଗ ଦେଇ ବନ୍ଧୁ ମିଳନର ଆବଶ୍ୟକତା ଏବଂ ଏହାର ଋପରେଖ ସଂମ୍ପର୍କରେ ଆଲୋକପାତ କରିଥିଲେ । ଏହି ଅବସରରେ ବିଦ୍ୟାଳୟର ଅବସର ପ୍ରାପ୍ତ ଶିକ୍ଷକ ଦୟାନିଧି ନନ୍ଦ ଓ ଉପେନ୍ଦ୍ର ଧଳଙ୍କୁ ମାନପତ୍ର ଓ ଉପଢୈାକନ ପ୍ରଦାନ କରାଯାଇଥିଲା । ଶେଷରେ ପୁରାତନ ଛାତ୍ର ପ୍ରହଲ୍ଲାଦ ବରାଡ଼ ଧନ୍ୟବାଦ ଅର୍ପଣ କରିଥିଲେ ।

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026
୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି:ପରବର୍ତ୍ତୀ ସମୟରେ ବଢ଼ିପାରେ !

୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି:ପରବର୍ତ୍ତୀ ସମୟରେ ବଢ଼ିପାରେ !

April 19, 2026
ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!