Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ କରୋନା ଗ୍ରାଫ ଦିନକୁ ଦିନ ବୃଦ୍ଧି ପାଉଛି

by ସଞ୍ଜୟ ସ୍ୱାଇଁ
July 9, 2022
in Health, State
ରାଜ୍ୟରେ କରୋନା ଗ୍ରାଫ ଦିନକୁ ଦିନ ବୃଦ୍ଧି ପାଉଛି
97
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟରେ ଦୈନିକ ସଂକ୍ରମଣ ୫୦୦ ଟପିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୧୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୫୯ ଜଣ ଅଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କରାଯାଇଥିବା ଟ୍ୱିଟ୍ ଅନୁଯାୟୀ, ଏହି ୫୧୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୩୦୦ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୧୨ ଟି ହେଉଛି ଲୋକାଲ୍ କେସ୍। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩୭ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୮୯, ସୁନ୍ଦରଗଡ଼ରୁ ୨୯ ଓ ଷ୍ଟେଟ୍‌ପୁଲ୍‌ରୁ ୫୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୋଳରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩, ବରଗଡ଼ ଓ ଭଦ୍ରକରୁ ଜଣେ ଲେଖାଏଁ, ଗଞ୍ଜାମରୁ ୨, ଜଗତସିଂହପୁର ୮, ଯାଜପୁର ୧୦, ଝାରସୁଗୁଡ଼ା ୭,କଳାହାଣ୍ଡିରୁ ଜଣେ, କେନ୍ଦ୍ରାପଡ଼ା ୩, କେନ୍ଦୁଝର ୩, ମାଲକାନଗିରି ୩, ମୟୂରଭଞ୍ଜ ୮, ନୟାଗଡ଼ରୁ ଜଣେ, ପୁରୀରୁ ୨୯, ରାୟଗଡ଼ା ୨, ସମ୍ବଲପୁର ୬ ଓ ସୋନପୁରରୁ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୧୨ଟି ନୂଆ କେସ୍‌ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୨,୯୨୮ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୨,୮୦,୯୫୪ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ୨୭୯୫ ଜଣ ଚିକିତ୍ସାଧୀନ ଅଛନ୍ତି।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!