Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଲେଜକୁ ଆସିଲେ ଛାତ୍ରବସ୍ଥା ଫେରି ଆସୁଛି ; ଜଷ୍ଟିସ ଷଡ଼ଙ୍ଗୀ

by ସଞ୍ଜୟ ସ୍ୱାଇଁ
July 10, 2022
in Feature News
କଲେଜକୁ ଆସିଲେ ଛାତ୍ରବସ୍ଥା ଫେରି ଆସୁଛି ; ଜଷ୍ଟିସ ଷଡ଼ଙ୍ଗୀ
495
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା) : ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ହୀରକ ଜୟନ୍ତୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ହାଇକୋର୍ଟ ବିଚାରପତି ଜଷ୍ଟିସ ବିଦ୍ୟୁତ୍ ରଞ୍ଜନ ଷଡ଼ଙ୍ଗୀ ତାଙ୍କ ବକ୍ତବ୍ୟରେ, ନୟାଗଡ଼ ମହାବିଦ୍ୟାଳୟର ଉତ୍ତୋରତ୍ତର କାମନା କରିବା ସହ କଲେଜକୁ ଆସିଲେ ଛାତ୍ରବସ୍ଥା ଫେରି ଆସୁଥିବା କହିଥଆଜି ମହାବିଦ୍ୟାଳୟରେ ପୂରାତନ ଅଧ୍ୟାପକ ଓ ଅଧ୍ୟାପିକାଙ୍କ ସହ ବହୁ ପୂରାତନ ଛାତ୍ରଛାତ୍ରୀ ଉପସ୍ଥିତ ରହିଥିବା ଦେଖି ଶ୍ରୀଯୁକ୍ତ ଷଡ଼ଙ୍ଗୀ ଶିକ୍ଷାନୁଷ୍ଠାନ ପ୍ରତି ସମସ୍ତଙ୍କର ରହିଥିବା ଆବେଗ ସମ୍ପର୍କରେ ଆଲୋଚନା କରିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!