Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ରଡ୍‌ରେ ଆକ୍ରମଣ

by ସଞ୍ଜୟ ସ୍ୱାଇଁ
July 11, 2022
in Crime, State
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ରଡ୍‌ରେ ଆକ୍ରମଣ
23
VIEWS
Share on FacebookShare on Twitter

ସୋର, (ବାଘୁଆବାର୍ତ୍ତା): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ରଡ୍‌ରେ ଆକ୍ରମଣ । ରଡ଼ରେ ଯୁବକଙ୍କ ଆଖିକୁ ଭୁସି ଦେଲେ ଆକ୍ରମଣକାରୀ । ଆକ୍ରମଣରେ ଗୁରୁତର ଯୁବକଙ୍କୁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ସୂଚନାଯୋଗ୍ୟ ଯେ, ବାଲେଶ୍ଵର ଜିଲ୍ଲା ଖଇରା ବ୍ଲକ୍ ବର୍ତ୍ତନା ପଞ୍ଚାୟତ ଆନ୍ଦୋଳା ଗ୍ରାମରେ ଭରତ ବେହେରାଙ୍କୁ କିଛି ଯୁବକ ଆମ୍ବ ହୋତା କେନାଲ ନିକଟରେ ଅଟକାଇ ରଡରେ ଆକ୍ରମଣ କରିଥିଲେ । ଆକ୍ରମଣରେ ଭରତଙ୍କର ଆଖିକୁ ରଡରେ ଭୁସିଦେବା ସହିତ ଶରୀରର ବିଭିନ୍ନ ସ୍ଥାନକୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଆକ୍ରମଣର କାରଣ ଜଣାପଡିନଥିବା ବେଳେ ଖଇରା ପୋଲିସ ଜଣକୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି । ଆକ୍ରମଣରେ ଗୁରୁତର ଭରତଙ୍କୁ ପ୍ରଥମେ ଖଇରା ଓ ପରେ ଭଦ୍ରକ ମେଡ଼ିକାଲରେ ଭର୍ତ୍ତି କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!