Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
July 11, 2022
in Crime, State
ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
17
VIEWS
Share on FacebookShare on Twitter

ଧର୍ମଗଡ, (ବାଘୁଆବାର୍ତ୍ତା): ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ୍ ଆମପାଣି ଥାନା ଅନ୍ତର୍ଗତ ଘଣ୍ଟିଗୁଡା ଗାଁ ଶିବମନ୍ଦିର ନିକଟରେ ଥିବା ଏକ ବର ଗଛରେ ଜଣେ ଯୁବଙ୍କ ଝୁଲନ୍ତା ମୃତଦେହ ଦେଖି ଗାଁ ଲୋକେ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତ ଯୁବକ ଲଡୁଗାଁ ପଞ୍ଚାୟତ ସୁପାଡ଼ ଗାଁର ଦିବାକର ମାଝୀ ବୋଲି ଜଣାପଡିଛି । ସେ ନିଜ ଭଉଣୀଙ୍କ ଘର ଘଣ୍ଟିଗୁଡା ଗାଁରେ ରହୁଥିଲେ । ଯୁବକ କେଉଁ ପରିସ୍ଥିତିରେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କେହି ହତ୍ୟା କରି ଆତ୍ମହତ୍ୟାର ରୂପ ଦେଇଛି ତାହା ପୋଲିସ ତଦନ୍ତ ପରେ ସ୍ପଷ୍ଟ ହେବ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!