Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚାରା ଭର୍ତ୍ତି ଟ୍ରକରେ ଗଞ୍ଜେଇ ଜବତ ସହ ଅଭିଯୁକ୍ତ ଗିରଫ

by ସଞ୍ଜୟ ସ୍ୱାଇଁ
July 11, 2022
in Crime, State
ଚାରା ଭର୍ତ୍ତି ଟ୍ରକରେ ଗଞ୍ଜେଇ ଜବତ ସହ ଅଭିଯୁକ୍ତ ଗିରଫ
31
VIEWS
Share on FacebookShare on Twitter

ବରଗଡ, (ବାଘୁଆବାର୍ତ୍ତା): ବରଗଡ଼ ସଦର ପୋଲିସ ଦ୍ବାରା ୫୩ ନମ୍ବର ଜାତୀୟ ରାଜପଥ ପଥର୍ଲା ଛକରେ ଟ୍ରକ ଯୋଗେ ଚାଲାଣ ହେଉଥିବା ବେଳେ ୨୯୯ କେଜି ୫୦୦ ଗ୍ରାମ ଗଞ୍ଜେଇ ଜବତ କରିବା ସହ ଚାଲାଣ କାରୀ ଅଭିଯୁକ୍ତକୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ହେଲେ ବିହାର ରାଜ୍ୟ ଦରଭଙ୍ଗା ଜିଲ୍ଲାର ଗଣେଶ ୟାଦବ ବୋଲି ପୋଲିସ ସୂଚନା ଦେଇଛି । ସୂଚନାଯୋଗ୍ୟ ଯେ, ସମ୍ବଲପୁର ପଟୁ ଛତିଶଗଡ଼ ରାଜ୍ୟକୁ ଗଞ୍ଜେଇ ଚାଲାଣ ହେଉଥିବା ସୂଚନା ପାଇ ବରଗଡ଼ ଏସ୍ପିଙ୍କ ନିର୍ଦ୍ଦେଶ କ୍ରମେ ସଦର ପୋଲିସ ଯାଞ୍ଚ କରୁଥିବା ବେଳେ ଉକ୍ତ ଟ୍ରକରେ ଥିବା ଗଞ୍ଜେଇ ସହ ଅଭିଯୁକ୍ତକୁ ଗିରଫ କରିଛି । ତେବେ ଚାରା ଭର୍ତ୍ତି ଟ୍ରକରେ ଗଞ୍ଜେଇ ଚାଲାଣ କରୁଥିବା ପୋଲିସ ସୂଚନା ଦେଇଥିବା ବେଳେ ଟ୍ରକକୁ ଜବତ କରିବା ସହ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଗିରଫ ଅଭିଯୁକ୍ତଠାରୁ ଗୋଟିଏ ମୋବାଇଲ, ନଗଦ ୨୫୦ ଟଙ୍କା ଜବତ କରିଛି ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!