Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏକ ଘର ଉପରେ ଚଢାଉ କରି ଅବକାରୀ ବିଭାଗର ୪୦ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

by ସଞ୍ଜୟ ସ୍ୱାଇଁ
July 12, 2022
in Crime, State
ଏକ ଘର ଉପରେ ଚଢାଉ କରି ଅବକାରୀ ବିଭାଗର ୪୦ କେଜି ଗଞ୍ଜେଇ ଜବତ, ଜଣେ ଗିରଫ
33
VIEWS
Share on FacebookShare on Twitter

ନୂଆପଡା, (ବାଘୁଆବାର୍ତ୍ତା): ନୂଆପଡା ଜିଲ୍ଲା ସିନାପାଲି ସହର ଜଗନ୍ନାଥ ପଡାର ଏକ ଘର ଉପରେ ଚଢାଉ କରି ଅବକାରୀ ବିଭାଗ ୪୦ କେଜି ଗଞ୍ଜେଇ ଜବତ କରିଛି । ଏହାସହ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି । ସିନାପାଲି ସହରର ଜଗନ୍ନାଥପଡାରେ ରହୁଥିବା ମାଧବ ମେହେର ନିଜ ଘରେ ଗଞ୍ଜେଇ ରଖି ଚୋରା କାରବାର କରୁଥିବା ନେଇ ଅବକାରୀ ବିଭାଗ ଖବର ପାଇ ମାଧବଙ୍କ ଘରେ ଚଢ଼ାଉ କରିଥିଲା । ମାଧବ ମେହେରଙ୍କ ଘରେ ଥିବା ୪୦ କେ.ଜି. ଗଞ୍ଜେଇକୁ ଜବତ କରିବା ସହ ମାଧବ ମେହେରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ବର୍ତ୍ତମାନ ଗଞ୍ଜେଇ କାରବାରର ଲିଙ୍କ ଉପରେ ଅଧିକ ତଦନ୍ତ କରୁଥିବା ଅବକାରୀ ଉପ ନିରୀକ୍ଷକ ପ୍ରକାଶ କରିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!