Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୫ ଲକ୍ଷ ଟଙ୍କାର ଜାଲ ନୋଟ୍‌ ଜବତ

by ସଞ୍ଜୟ ସ୍ୱାଇଁ
July 13, 2022
in Crime, State
୧୫ ଲକ୍ଷ ଟଙ୍କାର ଜାଲ ନୋଟ୍‌ ଜବତ
145
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ କବଜାରେ ବଡ଼ ଧରଣର ଜାଲ ନୋଟ୍‌ ରାକେଟ୍‌। ସମ୍ବଲପୁର ଯୁଯୁମୁରା ନିକଟରୁ ୧୫ ଲକ୍ଷରୁ ଅଧିକ ଟଙ୍କାର ଜାଲ୍‌ ନୋଟ୍‌ ଜବତ କରିଛି ଏସ୍‌ଟିଏଫ୍‌। ଏହି ମାମଲାରେ ୨ ଜଣ ଆନ୍ତରାଜ୍ୟ ଅପରାଧୀଙ୍କୁ ଗିରଫ କରାଯାଇଛି। ବହୁ ଦିନ ହେବ ଏମାନେ ଜାଲ୍ ନୋଟ୍ କାରବାର ଚଳାଇ ଆସୁଥିଲେ। ରାଜ୍ୟରେ ବଢ଼ି ଚାଲଛି ଜାଲ୍ ନୋଟ କାରବାର। କିଛି ଦିନ ତଳେ ବରଗଡ଼ ଜିଲ୍ଲା ବରପାଲିରୁ ୧୪ ଲକ୍ଷରୁ ଅଧିକ ଟଙ୍କାର ନକଲି ନୋଟ୍ ଜବତ କରାଯାଇଥିଲା। ଏହି ଘଟଣାରେ ୨ ଜଣଙ୍କୁ ଗିରଫ କରାଯାଇଥିଲା। ଏହାର ଲିଙ୍କ୍‌ ବିହାର, ଛତିଶଗଡ଼ ଓ ଉତ୍ତର ପ୍ରଦେଶ ପର୍ୟ୍ୟନ୍ତ ଲମ୍ବିଥିଲା। ସମ୍ବୁଲପୁରରୁ ମିଳିଥିବା ଜାଲ ନୋଟ ଲିଙ୍କ୍ ବରଗଡ଼ ସହ ଅଛି କି? ଏନେଇ କ୍ରାଇବବ୍ରାଞ୍ଚ ଖୋଳତାଡ଼ କରୁଛି। କ୍ରାଇମବ୍ରାଞ୍ଚର ତଥ୍ୟ ଅନୁସାରେ ୧୦ ବର୍ଷ ଭିତରେ ୧୦ କୋଟିରୁ ଅଧିକ ଟଙ୍କାର ଜାଲି ନୋଟ୍ ଜବତ ହୋଇଛି। ୩୨୦ରୁ ଅଧିକ ଅଭିଯୁକ୍ତ ଧରାପଡ଼ିଛନ୍ତି। ୧୮୦ରୁ ଅଧିକ ମାମଲା ହୋଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!