Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାନ ଭାଇକୁ କଟୁରୀରେ ହାଣି ହତ୍ୟା କରି ଥାନାରେ ଆତ୍ମସର୍ମପଣ କଲା ବଡ଼ ଭାଇ

by ସଞ୍ଜୟ ସ୍ୱାଇଁ
July 13, 2022
in Crime, State
ସାନ ଭାଇକୁ କଟୁରୀରେ ହାଣି ହତ୍ୟା କରି ଥାନାରେ ଆତ୍ମସର୍ମପଣ କଲା ବଡ଼ ଭାଇ
43
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ସାନ ଭାଇକୁ କଟୁରୀରେ ହାଣି ହତ୍ୟା କରିବା ପରେ ଥାନାରେ ଆତ୍ମସର୍ମପଣ କରିଛି ବଡ଼ ଭାଇ। ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଜରଡ଼ା ଥାନା ଅନ୍ତର୍ଗତ ଗୁଜୁଲିଙ୍ଗୀ ଗାଁରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ କାର୍ତ୍ତିକ କାର୍ଜି। ପୁଲିସ ଅଭିଯୁକ୍ତ ବଡ଼ ଭାଇ ଅସିନା କାର୍ଜି ଗିରଫ କରିଛି। ଗତକାଲି ଅସିନା ନିଶାଶକ୍ତ ଅବସ୍ଥାରେ ଘରକୁ ଫେରିଥିଲା। କୌଣସି କଥାକୁ ନେଇ ଅସିନା ଓ କାର୍ତ୍ତିକଙ୍କ ମଧ୍ୟରେ ମଧ୍ୟରେ ବଚସା ହୋଇଥିଲା। ପରେ ବଡ଼ ଭାଇ ଉତ୍‌କ୍ଷିପ୍ତ ହୋଇ ଘର ଏକ କଟୁରୀ ଆଣି ସାନ ଭାଇର ବେକକୁ ହାଣି ଦେଇଥିଲା। ପରେ ବଡ଼ ଭାଇ ଥାନାରେ ଯାଇ ଆତ୍ମସମର୍ପଣ କରିଥିଲା। ପୁଲିସ ଆଜି ସକାଳେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହାସହ ହତ୍ୟାକାଣ୍ଡର ବ୍ୟବହୃତ କଟୁରୀକୁ ଜବତ କରିବା ସହ ଘଟଣାର ତଦନ୍ତ କରୁଛି। ପାରିବାରିବ କଥାକୁ ନେଇ ଅସିନ ଓ କାର୍ତ୍ତିକଙ୍କ ମଧ୍ୟରେ ସବୁବେଳେ ଝଗଡ଼ା ହେଉଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!