Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଇକ ଦୁର୍ଘଟଣା,୧ ମୃତ, ୭ ଗୁରୁତର

by ସଞ୍ଜୟ ସ୍ୱାଇଁ
February 22, 2020
in Feature News
ବାଇକ ଦୁର୍ଘଟଣା,୧ ମୃତ, ୭ ଗୁରୁତର
46
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାର ପୃଥକ ପୃଥକ ସ୍ଥାନରେ ବାଇକ ଦୁର୍ଘଟଣା ଘଟି ଆଜି ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଗୁରୁତର ହୋଇଛନ୍ତି । ଓଡ଼ଗାଁ ବାହାଡ଼ାପିଠାଠାରେ ଘଟିଥିବା ବାଇକ ଦୁର୍ଘଟଣାରେ ନୂଆଗାଁ ଥାନା ଅନ୍ତର୍ଗତ ଆଡ଼ିପଡ଼ା ଗ୍ରାମର ସ୍ୱର୍ଗତ ମାଟିଆ ସେଠୀଙ୍କ ପୁତ୍ର ମନୋଜ ସେଠୀ (୨୪)ଙ୍କର ମୃତ୍ୟୁ ଘଟିଥିବା ବେଳେ ଆହାତମାନେ ହେଲେ ପାଂଚ ଜଣ ଆହାତ ହୋଇଛନ୍ତି । ଦୂର୍ଘଟଣାରେ ସମସ୍ତ ଆହାତଙ୍କ ପ୍ରଥମେ ଓଡ଼ଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ପରେ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠା ଯାଇଥିବା ବେଳେ ଡାକ୍ତର ମନୋଜଙ୍କୁ ମୃତ ଘୋଷଣା କରିଥିଲେ । ନୟାଗଡ଼ ଟାଉନଥାନା ପୁଲିସ ମେଡିକାଲରେ ପହଂଚି ମନୋଜଙ୍କ ଶବ ଜବତ କରିବା ସହ ବ୍ୟବେଚ୍ଛଦ ପାଇଁ ପଠାଇଛି । ଏହି ସମୟରେ ପଛରୁ ଆସୁଥିବା ଅନ୍ୟ ଏକ ବାଇକ ଏହି ଦୁଇ ବାଇକ ସହ ଧକ୍କା ହୋଇଥିଲା । ସେହିଭଳି ନୟାଗଡ଼ ନିକଟସ୍ଥ ଚଣ୍ଡିବସ୍ତ ନିକଟରେ ଦୁଇଟି ବାଇକ ମଧ୍ୟରେ ଦୁର୍ଘଟଣା ଘଟି ଚଣ୍ଡିବସ୍ତ ଗ୍ରାମର ଅକ୍ଷୟ ବିଶ୍ୱାଳ ଏବଂ ଦିଲ୍ଲୀପ ପ୍ରଧାନ ଗୁରୁତର ହୋଇଛନ୍ତି ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!