Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜମିବାଡ଼ି ବିବାଦରୁ ଦୁଇ ପରିବାର ହଣାହଣି, ୮ ଗୁରୁତର

by ସଞ୍ଜୟ ସ୍ୱାଇଁ
July 14, 2022
in Crime, State
ଜମିବାଡ଼ି ବିବାଦରୁ ଦୁଇ ପରିବାର ହଣାହଣି, ୮ ଗୁରୁତର
46
VIEWS
Share on FacebookShare on Twitter

ବଲାଙ୍ଗିର, (ବାଘୁଆବାର୍ତ୍ତା): ଦୁଇ ପରିବାର ମଧ୍ୟରେ ଜମିବାଡ଼ି ବିବାଦରୁ ତୁମୁଳକାଣ୍ଡ। ଧାରୁଆ ଅସ୍ତ୍ର ଆକ୍ରମଣରେ ୮ଜଣ ଆହତ ହୋଇଛନ୍ତି। ଏଭଳି ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ତରଭା ଥାନା ଅନ୍ତର୍ଗତ କୁମ୍ଭାରମୁଣ୍ଡା ଗାଁରେ। ଆହତମାନଙ୍କୁ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସପିଟାଲକୁ ସ୍ଥାନାନ୍ତର କରାଯାଇଛି। ଗାଁର ଚନ୍ଦନ ମିଶ୍ର ଓ ଅଭିମନ୍ୟୁ ମେହେରଙ୍କ ପରିବାର ଭିତରେ ଦୀର୍ଘ ଦିନ ହେଲା ଜମି ବିବାଦ ଲାଗି ରହିଥିଲା। ଗତକାଲି ସଂନ୍ଧ୍ୟାରେ ବିବାଦ ଉଗ୍ର ରୂପ ନେଇଥିଲା। ଉଭୟ ପରିବାରର ସଦସ୍ୟମାନେ ନିଜ ନିଜ ଭିତରେ ମାଡପିଟ୍ ହୋଇଥିଲେ। ପରେ ଧାରୁଆ ଅସ୍ତ୍ରରେ ଉଭୟ ପରିବାର ଲୋକେ ଆକ୍ରମଣ କରିଥିଲେ। ଫଳରେ ଚନ୍ଦନଙ୍କ ପରିବାରର ୩ ଜଣ ଓ ଅଭିମନ୍ୟୁଙ୍କ ପରିବାରର ୪ ଜଣ ଗୁରୁତର ହୋଇଛନ୍ତି। ଏହା ସହିତ ଅଭିମନ୍ୟୁଙ୍କର ଜଣେ ପଡୋଶୀ ମହିଳା ମଧ୍ୟ ଆକ୍ରମଣରେ ଗୁରୁତର ହୋଇଛନ୍ତି। ଗୁରୁତର ୮ ଜଣଙ୍କୁ ପ୍ରଥମେ ତରଭା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କୁ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସପିଟାଲକୁ ସ୍ଥାନାନ୍ତର କରାଯାଇଛି। ତରଭା ପୁଲିସ ଉଭୟ ପଟରୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!