Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଲମାରୀରୁ ୩୦ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

by ସଞ୍ଜୟ ସ୍ୱାଇଁ
July 14, 2022
in Crime, State
ଆଲମାରୀରୁ ୩୦ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
31
VIEWS
Share on FacebookShare on Twitter

ସାନଖେମୁଣ୍ଡି, (ବାଘୁଆବାର୍ତ୍ତା): ଅଭିନବ ଉପାୟରେ କରୁଥିଲେ ଗଞ୍ଜେଇ ଚାଲାଣ । ଗଞ୍ଜାମ ଜିଲ୍ଲା ପାଟପୁର ପୋଲିସ କାବୁ କରିବାରେ ହେଲା ସଫଳ । ୪ ଜଣ ଗଞ୍ଜେଇ ବ୍ୟବସାୟୀଙ୍କ ସମେତ ୧୮୦ କେଜି ଗଞ୍ଜେଇ ସହ ଏକ ଟାଟା ଏସିଇ ଜବତ ହୋଇଛି । ବୁଧବାର ବିଳମ୍ବିତ ରାତିରେ ପାଟପୁର ଥାନା ଅଧିକାରୀ ରାତିରେ କଂସାମାରିରୁ ଶବରପଲି ରାସ୍ତାରେ ଟାଟା ଏସିଇରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ଅତର୍କିତ ଚଢ଼ାଉ କରିଥିଲେ। ଟାଟା ଏସିଇକୁ ଯାଞ୍ଚ କରିବା ସମୟରେ ଏକ ଆଲମାରୀରେ ଗଞ୍ଜେଇ ପ୍ୟାକେଟ ଥିବା ଦେଖିବାକୁ ମିଳିଥିଲା। ପରେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତରେ ଗଞ୍ଜେଇକୁ ଓଜନ କରିବା ସହ ସିଲ୍ କରାଯାଇଛି । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୨୫ ଲକ୍ଷରୁ ଉର୍ଦ୍ଧ୍ବ ହେବ ବୋଲି ପୋଲିସ କହିଛି । ପାଟପୁର ଥାନା ପୋଲିସ ଏକ ମାମଲା ରୁଜୁ କରି ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏନେଇ ସାମ୍ବାଦିକ ସମ୍ମିଳନୀରେ ଆସିକା ଏସଡିପିଓ ଉମାଶଙ୍କର ସିଂ ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!