Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ତ୍ରୀ କୁ ହାଣିଲା ସ୍ୱାମୀ, ଚରିତ୍ରକୁ ସନ୍ଦେହ, କଟା ମୁଣ୍ଡକୁ କାବୁ କଲେ ଲୋକ

by ସଞ୍ଜୟ ସ୍ୱାଇଁ
July 15, 2022
in Crime, State
ସ୍ତ୍ରୀ କୁ ହାଣିଲା ସ୍ୱାମୀ, ଚରିତ୍ରକୁ ସନ୍ଦେହ, କଟା ମୁଣ୍ଡକୁ କାବୁ କଲେ ଲୋକ
112
VIEWS
Share on FacebookShare on Twitter

ଢେଙ୍କାନାଳ, (ବାଘୁଆବାର୍ତ୍ତା): ଚରିତ୍ରକୁ ସନ୍ଦେହ କରି ପତ୍ନୀକୁ ଅତି ବିଭତ୍ସ ଭାବେ ହତ୍ୟା କରିଛି ସ୍ୱାମୀ। ଆଜି ଭୋର ସମୟରେ ଏପରି ଚଞ୍ଚଲ୍ୟକର ଘଟଣା ଦେଖିବାକୁ ମିଳିଛି ଢେଙ୍କାନାଲ ଜିଲ୍ଲା ଗଁନ୍ଦିଆ ଥାନା ଅନ୍ତର୍ଗତ ଚନ୍ଦ୍ରଶେଖରପୁର ଗ୍ରାମରେ । ଅଭିଯୁକ୍ତ ସ୍ୱାମୀ ଜୋରନ୍ଦା ଫାଣ୍ଡି ଅଭିମୁଖେ ଯାଉଥିବା ବେଳେ ବାଟରେ ଜଂଖିରା ଗ୍ରାମ ନିକଟରେ ସ୍ଥାନୀୟ ଲୋକେ ଏହି ପତ୍ନୀହନ୍ତାକୁ କାବୁ କରିଥିବା ଜଣାପଡ଼ିଛି । ଖବର ପାଇ ପୁଲିସ ପହଞ୍ଚି ଉକ୍ତ ବ୍ୟକ୍ତିଙ୍କୁ ଗିରଫ କରିଥିବା ବେଳେ ତାଙ୍କ ଠାରୁ କଟା ମୁଣ୍ଡ ଓ ହତ୍ୟାକାଣ୍ଡରେ ବ୍ୟବହୃତ ରକ୍ତଲଗା କଟୁରି ଜବତ କରିଛନ୍ତି । ହତ୍ୟାକାଣ୍ଡ ଘଟିଥିବା ଚନ୍ଦ୍ରଶେଖରପୁର ଗ୍ରାମରେ ପୁଲିସ ପହଂଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି । ମୃତ ମହିଳା ହେଲେ ଚନ୍ଦ୍ରଶେଖରପୁର ଗ୍ରାମର ସଚଳା ମାଝୀ । ଗିରଫ ଅଭିଯୁକ୍ତ ହେଲେ ମୃତ ସଚଳାଙ୍କ ସ୍ୱାମୀ ନାକଫୋଡି ମାଝୀ । ସୂଚନାନୁଯାୟୀ, ସଚଳାଙ୍କର ଗୋଟିଏ ଝିଅ ବିବାହ କରି ସାରିଥିବା ବେଳେ ପୁଅ ବାହାରେ ରହି କାମ କରୁଛନ୍ତି । ସ୍ୱାମୀ ସ୍ତ୍ରୀ ଘରେ ରହୁଥିବାବେଳେ ସଚଳାଙ୍କ ଚରିତ୍ରକୁ ସନ୍ଦେହ କରି ଉଭୟ ପତି ପତ୍ନୀ ମଧ୍ୟରେ ଅନେକ ସମୟରେ ଝଗଡା ହୋଇଥାଏ। ଫଳରେ ପତ୍ନୀଙ୍କ ଚରିତ୍ରରେ ବିତ ସ୍ପୃହ ହୋଇ ନାକ ଫୋଡି ତାଙ୍କ ପତ୍ନୀଙ୍କୁ ଏପରି ଜଘନ୍ୟ ଭାବେ ହତ୍ୟା କରିଥିବା ପୁଲିସର ପ୍ରାଥମିକ ତଦନ୍ତରୁ ଜଣାପଡିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!