Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶିମିଳି ଝରଣା ବୁଲିଲେ ପର୍ଯ୍ୟଟନ ମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
February 23, 2020
in Toursimi
ଶିମିଳି ଝରଣା ବୁଲିଲେ ପର୍ଯ୍ୟଟନ ମନ୍ତ୍ରୀ
89
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ସହରମହକୁମାଠାରୁ ୨୫ କିମି ଦୂରରେ ଅବସ୍ଥିତ ଶିମିଳି ଝରଣା । ନୟାଗଡ଼ର ଏକ କାର୍ଯ୍ୟକ୍ରମକୁ ଯୋଗ ଦେବାକୁ ଆସି ରଣପୁର ବିଧାୟକ ତଥା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ସତ୍ୟ ନାରାୟଣ ପ୍ରଧାନଙ୍କ ଡକରାରେ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ମନ୍ତ୍ରୀ ଡ. ଅରୁଣ କୁମାର ସାହୁ, ପର୍ଯ୍ୟଟନ ଓ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ଚୈାଦାର ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ ଭ୍ରମଣରେ ଯାଇଛନ୍ତି । ଏହି ସ୍ଥାନକୁ ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ଦେବାକୁ ଆଜି ରଣପୁର ବିଧାୟକ ଉଭୟ ମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି । ସୂଚନାନୁସାରେ, ଏଠାକୁ ଜିଲ୍ଲା ତଥା ଜିଲ୍ଲା ବାହାରୁ ପର୍ଯ୍ୟଟକଙ୍କ ଆଗମନ ଲାଗି ରହିଥିବା ବେଳେ ଶୀତଦିନେ ଏଠାରେ ବଣବୋଜି କରିବା ପାଇଁ ଏହା ପ୍ରକୃଷ୍ଟ ସ୍ଥାନ ପାଲଟିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!