Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୂଆଗାଁରେ ଜିଲ୍ଲାପାଳଙ୍କ ଜନଅଭିଯୋଗ ଶୁଣାଣି

by ସଞ୍ଜୟ ସ୍ୱାଇଁ
February 24, 2020
in Feature News
ନୂଆଗାଁରେ ଜିଲ୍ଲାପାଳଙ୍କ ଜନଅଭିଯୋଗ ଶୁଣାଣି
27
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜିଲ୍ଲାପାଳ ଡ. ପୋମା ଟୁଡୁ, ଉପଜିଲ୍ଲାପାଳ ଲଗ୍ନଜିତ ରାଉତ, ପ୍ରକଳ୍ପ ନିର୍ଦ୍ଦେଶକ ସୁବାସ ଚନ୍ଦ୍ର ରାୟ, ଆରକ୍ଷୀ ଅଧିକ୍ଷକ ଦିଲ୍ଲୀପ ସାହାଣୀ ଉପସ୍ଥିତ ରହି ଲୋକମାନଙ୍କର ବିଭିନ୍ନ ଅଭିଯୋଗ ଶୁଣିବା ସହ ତାହାକୁ ତୁରନ୍ତ ସମାଧାନ କରିବାକୁ ପ୍ରୟାସ କରିଥିଲେ । ଆଜିର ଅଭିଯୋଗ ଶୁଣାଣି ଶିବିରରେ ୬ଟି ଗ୍ରାମ ସମସ୍ୟା ଓ ୮୯ଟି ବ୍ୟକ୍ତିଗତ ସମସ୍ୟାକୁ ମିଶାଇ ମୋଟ ୯୯ ଟି ଅଭିଯୋଗକୁ ଶୁଣାଣି କରାଯାଇଥିବା ଜଣାପଡ଼ିଛି । ଅଭିଯୋଗ ଗୁଡ଼ିକ ମଧ୍ୟରେ ୬ଟି ଅଭିଯୋଗରେ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ୬୬ ହଜାର ଟଙ୍କାର ସହାୟତା ପ୍ରଦାନ କରାଯାଇଛି । ସେହିଭଳି ରେଡକ୍ରସରୁ ଗୋଟିଏ ଅଭିଯୋଗ ବିଚାରରେ ୫ହଜାର ଟଙ୍କା ପ୍ରଦାନ କରାଯାଇଛି । ଆଜିର ଶୁଣାଣିରେ ୩୬ ଟି ଅଭିଯୋଗର ତତ୍‌କ୍ଷଣତ ସମାଧାନ କରାଯାଇଥିବା ନେଇ ସୂଚନା ମିଳିଛି । ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲା ସ୍ତରୀୟ ଅନେକ ବିଭାଗୀୟ ଅଧିକାରୀଙ୍କ ସହ ବ୍ଲକ କର୍ମଚାରୀମାନେ ଉପସ୍ଥିତ ରହିଥିଲେ ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!