Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶାଳକକୁ ହତ୍ୟା ଉଦ୍ୟମ କଲେ ଭିଣୋଇ

by ସଞ୍ଜୟ ସ୍ୱାଇଁ
July 18, 2022
in Crime, State
ଶାଳକକୁ ହତ୍ୟା ଉଦ୍ୟମ କଲେ ଭିଣୋଇ
52
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ଭିଣୋଇ ଗାଡ଼ି ଚଢାଇ ଶଳାକୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି । ସମ୍ବଲପୁରରେ ଘଟିଛି ଏହି ଅଭାବନୀୟ ଘଟଣା । ଭିଣୋଇ ଥାନାରେ ଅଟକ ଥିବା ବେଳେ ଶଳା ଗୁରୁତର ଅବସ୍ଥାରେ ସଦର ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ସୂଚନାଯୋଗ୍ୟ ଯେ, ସମ୍ବଲପୁର କଚେରୀ ଛକରେ ଘଟିଛି ଏଭଳି ଅଭାବନୀୟ ଘଟଣା । ପାରିବାରିକ କଳହକୁ କେନ୍ଦ୍ରକରି ଭିଣୋଇ ଗାଡ଼ି ଚଢାଇ ଶଳାକୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି । ତେବେ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସେପଟେ ଶଳାକୁ ମାରିବା ଉଦ୍ୟମରେ ସମ୍ବଲପୁର ଏସପିଙ୍କ ବାସଭବନ କାନ୍ଥ ଭାଙ୍ଗିଦେଇଛନ୍ତି ଅଭିଯୁକ୍ତ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!