Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜୁଏଲାରି ଦୋକାନ ଓ ପେଟ୍ରୋଲ ଟାଙ୍କିରେ ଡକାୟତୀ

by ସଞ୍ଜୟ ସ୍ୱାଇଁ
July 19, 2022
in Crime, Nayagarh, State
ସନ୍ଦିଗ୍ଧ ଯୁବକ ଅଟକ, ବଡ଼ ମୁଣ୍ଡ ଖୋଜା ଚାଲିଛି !
915
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ବର୍ତ୍ତମାନ ତାଜା ଖବର । ଡକାୟତି ଗ୍ୟାଙ୍ଗକୁ ଧରିବା ପାଇଁ ପୋଲିସର ତନାଘନା। ପ୍ରବେଶ ପଥ ସିଲ୍ କରିଥିବା ସୂଚନା । ଏଭଳି ଘଟଣା ଘଟିଛି ଶରଣକୁଳ ଥାନା ଗୋଡିପଡା ଫାଣ୍ଡି ଅଞ୍ଚଳରେ । ସୂଚନାନୁସାରେ, ନୟାଗଡ଼ ଜିଲ୍ଲା ଗୋଡିପଡା ଫାଣ୍ଡି ଅଞ୍ଚଳରେ ଏକ ଜୁଏଲାରୀ ଦୋକାନରୁ କିଛି ଦୃବୁତ୍ତ ମାରଣାସ୍ତ୍ର ଦେଖାଇ ଦିନ ଦ୍ବିପହରରେ ଲୁଟ୍ କରିବା ସହ ଏସଆର ପେଟ୍ରୋଲ ପମ୍ପରୁ ମଧ୍ୟ ଲୁଟ୍ କରିଥିବା ସୂଚନା ମିଳିଛି । ତେବେ ପୋଲିସ ଖବର ପାଇ ତତକ୍ଷଣାତ୍ ଗୋଡିପଡା ଅଞ୍ଚଳର ପ୍ରବେଶ ପଥକୁ ସିଲ୍ କରି ତନଖି କାର୍ୟ୍ୟକ୍ରମ ଆରମ୍ଭ କରିବା ସହ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଥିବା ବର୍ତ୍ତମାନ ସୁଦ୍ଧା ଜଣାପଡିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!