Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁରୀ ମିଶ୍ର ନୋଳିଆ ସାହିରେ ଧଳାଜହର ବ୍ୟବସାୟ ଘଟଣାରେ ୫ ମହିଳା, ୩ ପୁରୁଷ ଗିରଫ

by ସଞ୍ଜୟ ସ୍ୱାଇଁ
July 21, 2022
in Crime, State
ପୁରୀ ମିଶ୍ର ନୋଳିଆ ସାହିରେ ଧଳାଜହର ବ୍ୟବସାୟ ଘଟଣାରେ ୫ ମହିଳା, ୩ ପୁରୁଷ ଗିରଫ
91
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ପୁରୀ ମିଶ୍ର ନୋଳିଆ ସାହିରେ ଧଳାଜହର ବ୍ୟବସାୟ ଘଟଣାରେ ୮ ବ୍ୟବସାୟୀ ଗିରଫ ହୋଇଛନ୍ତି । ଗିରଫଙ୍କ ମଧ୍ୟରେ ଉଭୟ ପୁରୁଷ ଓ ମହିଳା ବ୍ୟବସାୟୀ ରହିଛନ୍ତି । ବାସେଳୀ ସାହି ଥାନା ପୋଲିସ ଏହି ଅଭିଯୁକ୍ତଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ବହୁ ମୂଲ୍ୟର ବ୍ରାଉନସୁଗାର ଜବତ ହୋଇଛି । ଏ ନେଇ ସାମବାଦିକ ସମ୍ମିଳନୀରେ ଅତିରିକ୍ତ ଏସପି ମିହିର ପଣ୍ଡା ସୂଚନା ଦେଇଛନ୍ତି । ୮ ଗିରଫଙ୍କ ମଧ୍ୟରେ ୫ ମହିଳା, ୩ ପୁରୁଷ ଅଛନ୍ତି । ମୋଟ୍ ୨୬୭ ଗ୍ରାମ୍ ବ୍ରାଉନସୁଗାର ଜବତ ହୋଇଛି । ଗିରଫଙ୍କ ନିକଟରୁ ୫ଟି ମୋବାଇଲ ସହ ନଗଦ ୩୫ ହଜାର ଟଙ୍କା ଜବତ ହୋଇଛି । ଖୁଲମଖୁଲା ବିଚ୍ ରାସ୍ତାରେ ଓ ଘରେ ବ୍ରାଉନସୁଗାର ବିକ୍ରି ଚାଲିଥିବା ନେଇ ବୁଧବାର ଖବର ପ୍ରସାରଣ କରିଥିଲା ନ୍ୟୁଜ୍ ସେଭେନ୍।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!