Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଠକେଇ ଅଭିଯୋଗରେ ଚାଟାର୍ଡ ଆକାଉଣ୍ଟାଣ୍ଟ ନୀରଜ କୁମାର ଗିରଫ

by ସଞ୍ଜୟ ସ୍ୱାଇଁ
July 25, 2022
in Crime, State
ଠକେଇ ଅଭିଯୋଗରେ ଚାଟାର୍ଡ ଆକାଉଣ୍ଟାଣ୍ଟ ନୀରଜ କୁମାର ଗିରଫ
178
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ଠକେଇ ଅଭିଯୋଗରେ ଚାଟାର୍ଡ ଆକାଉଣ୍ଟାଣ୍ଟ ଗିରଫ। ଦିଲ୍ଲୀ ଉତ୍ତମ ନଗରର ଚାଟାର୍ଡ ଆକାଉଣ୍ଟାଣ୍ଟ ନୀରଜ କୁମାରଙ୍କୁ ଗିରଫ କଲା EOW। ୬ କୋଟି ୧୮ ଲକ୍ଷ ଟଙ୍କାର ଠକେଇ ଅଭିଯୋଗ ହୋଇଛି। ନୀରଜଙ୍କୁ ଟ୍ରାଞ୍ଜିଟ୍ ରିମାଣ୍ଡରେ ଭୁବନେଶ୍ଵର ଅଣାଯାଇ SDJMଙ୍କ କୋର୍ଟରେ ହାଜର କରାଯିବ। ସୂଚନାନୁଯାୟୀ, ନୀରଜ କୁମାର ୨୦୧୩-୨୦୧୬ ପର୍ଯ୍ୟନ୍ତ ବାପୁଜୀ ନଗର PNBରେ ବ୍ୟାଙ୍କ୍ ମ୍ୟାନେଜର ଭାବେ କାମ କରୁଥିଲେ। ୨୦୧୬ରେ ସେ ପିଏନବି ବ୍ୟାଙ୍କରୁ ଇସ୍ତଫା ଦେଇଥିଲେ ବି ବ୍ୟାଙ୍କକୁ ଆସୁଥିଲେ। ଏହି ସମୟରେ କିଛି ବ୍ୟାଙ୍କ ଅଧିକାରୀଙ୍କ ସହଯୋଗରେ ଜାଲ୍ ଡକ୍ୟୁମେଣ୍ଟ ନେଇ ଲୋନ୍ କରାଇ ଦେଉଥିଲେ। ପୂର୍ବରୁ ଏହି କେସ୍‌ରେ କେପି ସଲ୍ୟୁସନର ମୁଖ୍ୟ କାଳୀ ପ୍ରସାଦ ମିଶ୍ର, ବାପୁଜୀ ନଗର ପିଏନବି ବ୍ୟାଙ୍କ ପୂର୍ବତନ ସିନିୟର ମ୍ୟାନେଜର କ୍ରେଡିଟ୍ ଶ୍ରୀକାନ୍ତ ପ୍ରସାଦ ପୃଷ୍ଟି, ପିଏନବି ବ୍ୟାଙ୍କର ପୂର୍ବତନ ଚିଫ୍ ମ୍ୟାନେଜର ବୀରେନ୍ଦ୍ର କୁମାର ପଟ୍ଟନାୟକ, ପୂର୍ବତନ ବ୍ୟାଙ୍କ ମ୍ୟାନେଜର ନରେନ୍ଦ୍ର ନାୟକ, ୟୁବିକ୍ୟୁ ମଲ୍ଟିଟେକ୍ ପ୍ରାଇଭେଟ୍ ଲିମିଟେଡର ଏମ୍‌ଡି ପ୍ରକାଶ କୁମାର ବେହେରାଙ୍କୁ ଗିରଫ କରାଯାଇଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!