Wednesday, October 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଇନର୍ ହ୍ୱିଲ୍ କବ୍ଲର ସଚେତନତା କାର୍ଯ୍ୟକ୍ରମ

by ସଞ୍ଜୟ ସ୍ୱାଇଁ
March 1, 2020
in Feature News
ଇନର୍ ହ୍ୱିଲ୍ କବ୍ଲର ସଚେତନତା କାର୍ଯ୍ୟକ୍ରମ
38
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ରୋଟାରୀ କ୍ଲବର ମହିଳା ଶାଖା ଇନର୍ ହ୍ୱିଲ କ୍ଲବର ଏକ ସଚେତନତା କାର୍ଯ୍ୟକ୍ରମ ୟୁନିଟେକ ପବ୍ଲିକ ସ୍କୁଲରେ ଅନୁଷ୍ଠିତ ହୋଇଯାଇଛି । କୋରନା ଭାଇରସ ଏବଂ ସ୍ୱାଇନ ଫ୍ଲୁ ଉପରେ ଆୟୋଜିତ ଏହି ସଚେତନତା କାର୍ଯ୍ୟକ୍ରମରେ ସଂପାଦିକା ସୈାଦାମିନି ସ୍ୱାଇଁ ଅତିଥି ପରିଚୟ ଏବଂ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ । ମୁଖ୍ୟ ଅତିଥି ଭାବେ ଡାକ୍ତର ଜୁଲିଏଟ୍ ଦାଶ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ରୋଗ ସମ୍ବର୍ଦ୍ଧରେ ସଚେତନତା ମୂଳକ ବକ୍ତବ୍ୟ ପ୍ରଦାନ କରିଥିବା ବେଳେ କାର୍ଯ୍ୟକ୍ରମରେ କ୍ଲବର ପ୍ରତିଷ୍ଠାତା ନିରୁପମା ପଟ୍ଟନାୟକ, ସଭାପତି ରୋଜାଲିନ ପାତ୍ର, ଉପସଭାପତି ଜ୍ୟୋତ୍ସାମୟୀ ପଟ୍ଟନାୟକ ପ୍ରମୂଖ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!