Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରକାଶ ପାଇଲା +୨ ବିଜ୍ଞାନ ଏବଂ ବାଣିଜ୍ୟ ପରୀକ୍ଷା ଫଳ, ବିଜ୍ଞାନରେ ନୟାଗଡ଼ ଜିଲ୍ଲା ସର୍ବାଧିକ ପାସ ହାର

by ସଞ୍ଜୟ ସ୍ୱାଇଁ
July 27, 2022
in Education, State
ପ୍ରକାଶ ପାଇଲା +୨ ବିଜ୍ଞାନ ଏବଂ ବାଣିଜ୍ୟ ପରୀକ୍ଷା ଫଳ, ବିଜ୍ଞାନରେ ନୟାଗଡ଼ ଜିଲ୍ଲା ସର୍ବାଧିକ ପାସ ହାର
444
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା):ଚଳିତ ବର୍ଷ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଫଳ ଘୋଷଣା ହୋଇଛି । ବୁଧବାର ୪ଟା ସମୟରେ ଏହି ଫଳ ପ୍ରକାଶ ପାଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଏହା ପ୍ରକାଶ କରାଯାଇଛି । କଳାର ଫଳାଫଳ ଅଗଷ୍ଟ ୮ରେ ପ୍ରକାଶ ପାଇବ । ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି । ଛାତ୍ରଛାତ୍ରୀମାନେ www.orissaresults.nic.in ରେ ରେଜଲ୍ଟ ପ୍ରକାଶ ପାଇଛି । ବିଜ୍ଞାନରେ ୯୪.୧୨ ପ୍ରତିଶତ ରେଜଲ୍ଟ ହୋଇଥିବା ବେଳେ ବାଣିଜ୍ୟରେ ୮୯ ପ୍ରତିଶତ ରେଜଲ୍ଟ ହୋଇଛି । ବିଜ୍ଞାନରେ ମୋଟ ୭୬,୬୦୪ ଜଣ ପିଲା ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ ୭୨,୧୦୬ ଜଣ ପାସ୍‌ କରିଛନ୍ତି । ପୁଅଙ୍କ ମଧ୍ୟରୁ ୪୫,୫୮୭ ଜଣ ପାସ୍‌ କରିଥିବା ବେଳେ ପାସ୍‌ ହାର ୯୩.୮୦ ପ୍ରତିଶତ ରହିଛି । ସେହିପରି ବାଳିକାଙ୍କ ମଧ୍ୟରୁ ୩୨,୫୧୯ ପାସ୍‌ ହୋଇଥିବା ବେଳେ ପାସ୍‌ ହାର ୯୪.୫୨ ପ୍ରତିଶତ ରହିଛି । ସେହିପରି ପ୍ରଥମ ଶ୍ରେଣୀରେ ୫୦,୧୮୭ ଜଣ କୃତକାର୍ଯ୍ୟ ହୋଇଛନ୍ତି । ଦ୍ୱିତୀୟ ଶ୍ରେଣୀରେ ୧୪, ୯୩୨ ଏବଂ ତୃତୀୟ ଶ୍ରେଣୀରେ ୬, ୯୧୦ ଜଣ ପାସ୍‌ ହୋଇଛନ୍ତି । ୧୧୨୪ ଜଣ ଛାତ୍ରଛାତ୍ରୀ ୯୦ ପ୍ରତିଶତରୁ ଅଧିକ ମାର୍କ ରଖିଛନ୍ତି । ୩୯୩ଟି ଉଚ୍ଚ ମାଧ୍ୟମିକ ସ୍କୁଲର ୧୦୦ ପ୍ରତିଶତ ପିଲା ପାସ୍‌ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!