Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୋଖରୀରୁ ମିଳିଲା ୨୬ବର୍ଷ ବୟସ୍କ ଯୁବକଙ୍କ ମୃତଦେହ

by ସଞ୍ଜୟ ସ୍ୱାଇଁ
July 27, 2022
in Crime, State
ପୋଖରୀରୁ ମିଳିଲା ୨୬ବର୍ଷ ବୟସ୍କ ଯୁବକଙ୍କ ମୃତଦେହ
63
VIEWS
Share on FacebookShare on Twitter

ଝାରସୁଗୁଡା, (ବାଘୁଆବାର୍ତ୍ତା): ପୋଖରୀରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ଝାରସୁଗୁଡା ଜିଲ୍ଲା ବେଲପାହାଡ ଜୁନାଡ଼ିହି ପୋଖରୀରେ ବୁଡି ଜଣେ ଯୁବକ ପ୍ରାଣ ହରାଇଛନ୍ତି । ମୃତ ଯୁବକ ଜଣଙ୍କ ଜୁନାଡ଼ିହିର ସ୍ବର୍ଗତ ଅକ୍ରୁର ମାଝୀଙ୍କ ପୁଅ ୨୬ବର୍ଷ ବୟସ୍କ ବେଦବ୍ୟାସ ମାଝୀ ବୋଲି ଜଣାପଡିଛି । ସୂଚନାଯୋଗ୍ୟ ଯେ, ବେଦବ୍ୟାସ ମଙ୍ଗଳବାର ସନ୍ଧ୍ୟାରେ ଶୌଚ ହେବା ପାଇଁ ଯାଉଛି କହି ଘରୁ ବାହାରି ଥିବାବେଳେ ଆଉ ଘରକୁ ଫେରି ନଥିଲେ । ପରିବାର ଲୋକେ ରାତିରେ ତାଙ୍କୁ ଖୋଜାଖୋଜି କରିବା ପରେ ମଧ୍ୟ ବେଦବ୍ୟାସ ମିଳିନଥିଲେ । ତେବେ ବୁଧବାର ସକାଳୁ ତାଙ୍କ ମୃତଦେହ ପୋଖରୀରେ ଦେଖି ସ୍ଥାନୀୟ ଲୋକେ ବେଲପାହାଡ ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ବେଲପାହାଡ ପୋଲିସ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!