Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାଟିରେ ମିଶିଲା ଜବରଦଖଲ

by ସଞ୍ଜୟ ସ୍ୱାଇଁ
March 2, 2020
in Feature News
ମାଟିରେ ମିଶିଲା ଜବରଦଖଲ
25
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ସହରରେ ଆଜି ବଡ଼ ଧରଣର ଜବରଦଖଲ ଉଚ୍ଛେଦ କରାଯାଇଛି । ପାହାଡ଼କୁ ସଫା କରି ନିର୍ମାଣ କରାଯାଇଥିବା ୧୧ଟି ବାସଗୃହ ସମେତ ଆରଏମ୍‌ସି ପ୍ରସ୍ତାବିତ ସ୍ଥାନରେ ନିର୍ମାଣ ହୋଇଥିବା ଏଲଆଇସି ଏଜେଣ୍ଟ ଆସୋସିଏସନ ଗୃହକୁ ଭାଙ୍ଗି ମାଟିରେ ମିଶାଇ ଦିଆଯାଇଛି । ଜବରଦଖଲ କରାଯାଇଥିବା ମୋଟ ୧୨ଟି ଗୃହକୁ ନୟାଗଡ଼ ତହସିଲଦାର ଭିକାରୀ ସାହୁ, ପୈାର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ଜେନାଙ୍କ ଉପସ୍ଥିତିରେ ଉଚ୍ଛେଦ କରାଯାଇଥିବା ବେଳେ ଏଥିରେ ପୈାର କର୍ମଚାରୀମାନେ ମଧ୍ୟ ସହଯୋଗ କରିଛନ୍ତି । ଏଲ୍‌ଆଇସି କାର୍ଯ୍ୟାଳୟ ପଛ ପାଖରେ ତଥା ବରିଷ୍ଠ ନାଗରିକ ଗୋଷ୍ଠୀ କେନ୍ଦ୍ର ନିକଟରେ ଥିବା ଏକ ସ୍ଥାନକୁ ଏବେ ଏଲଆଇସି ଏଜେଣ୍ଟ ଆସୋସିଏନ ନାମରେ କବଜା କରାଯାଇଥିଲା । ଏନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇବା ସହ ଆଜି ଜବରଦଖଲ ଉଚ୍ଛେଦ କରାଯାଇଛି । ଏଥିପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!