Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୬ ବର୍ଷର ଶିଶୁକୁ ଦୁଷ୍କର୍ମ କଲେ ମୌଳବୀ

by ସଞ୍ଜୟ ସ୍ୱାଇଁ
July 28, 2022
in Crime, NATIONAL NEWS
ଜନ୍ମକଲା ମା’ଙ୍କୁ କୁରାଢିରେ ହାଣିଲା ପୁଅ
94
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ଭୟଙ୍କର ଘଟଣା । ୬ ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ କଲେ ମୌଳବୀ । ଏପରି ଅଭାବନୀୟ ଘଟଣା ଘଟିଛି ଉତ୍ତର ପ୍ରଦେଶର ସମ୍ଭଲରେ । ପୋଲିସ ଅଭିଯୁକ୍ତ ମୌଳବୀଙ୍କୁ ଗିରଫ କରି ତଦନ୍ତ ଆରମ୍ଭ କରିଛି । ପ୍ରଥମେ ନାବାଳିକାଙ୍କ ମାଆ ପୋଲିସରେ ଅଭିଯୋଗ କରିଥିଲେ । ସେ କହିଥିଲେ ଯେ, ଅଭିଯୁକ୍ତ ଶିଶୁ ସହ ମଙ୍ଗଳବାର ଦୁଷ୍କର୍ମ କରିଥିଲା । ମସଜିଦ ନିକଟବର୍ତ୍ତୀ ଏକ କୋଠରୀରେ ଶିଶୁଟି ଦୁଷ୍କର୍ମର ଶିକାର ହୋଇଥିଲା । ପୋଲିସର କହିବାନୁସାରେ, ବୁଧବାର ଦୁଷ୍କର୍ମ ନେଇ ମାମଲା ରୁଜୁ ହୋଇଥିଲା । ଧାରା ଆଇପିସି ୩୭୬ ଅନୁସାରେ ତଦନ୍ତ ହେଉଛି । ଶିଶୁଟିକୁ ମେଡିକାଲ ଯାଞ୍ଚ ପାଇଁ ପଠାଯାଇଛି । ଯାହାର ରିପୋର୍ଟ ଆସିନାହିଁ । ସମ୍ଭଲ ଥାନା ଅଧିକାରୀ କହିଛନ୍ତି ଯେ, ଅଭିଯୋଗ ପାଇଲା ପରେ ତୁରନ୍ତ କାର୍ୟ୍ୟାନୁଷ୍ଠାନ ନିଆଯାଇଥିଲା । ଘଟଣାରେ ଜଣଙ୍କୁ ଗିରଫ କରାଯାଇଛି । ତଦନ୍ତ ଜାରି ରହିବା ସହ ଅଭିଯୁକ୍ତକୁ ପଚରାଉଚରା କରାଯାଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!