Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ : ଶିକ୍ଷକ ନିଲମ୍ବିତ

by ସଞ୍ଜୟ ସ୍ୱାଇଁ
July 28, 2022
in Crime, State
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ : ଶିକ୍ଷକ ନିଲମ୍ବିତ
85
VIEWS
Share on FacebookShare on Twitter

ଚାନ୍ଦବାଲି, (ବାଘୁଆବାର୍ତ୍ତା): ଛାତ୍ରୀଙ୍କୁ ଅସଦାଚରଣ କରିବା ଘଟଣା ସଂପୃକ୍ତ ଶିକ୍ଷକଙ୍କୁ ମହଙ୍ଗା ପଡିଛି । ଶିକ୍ଷା ବିଭାଗ ପକ୍ଷରୁ ସଂପୃକ୍ତ ଶିକ୍ଷକଙ୍କୁ ଶିକ୍ଷା ବିଭାଗ ନିଲମ୍ବନ କରିଛି । ସୂଚନାଯୋଗ୍ୟ ଯେ, ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ୍ ଶିକ୍ଷା ଅଧିକାରୀ ଅଧିନ ଗୁଆଁଳର ଭାବେଶ୍ବର ନୋଡ଼ାଲ ପ୍ରାଥମିକ ବିଦ୍ୟାଳୟରେ ଜଣେ ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକ ଅସଦାଚରଣ କରିବା ଘଟଣାରେ ଗ୍ରାମବାସୀ ଶିକ୍ଷକଙ୍କୁ ଏକ ଖୁଣ୍ଟରେ ବାନ୍ଧି ମାଡ଼ ମାରିଥିଲେ । ଏହି ଘଟଣା ଚାନ୍ଦବାଲି ବ୍ଲକ୍ ଶିକ୍ଷା ବିଭାଗର ଅଧିକାରୀଙ୍କ ନିକଟରେ ଅଭିଯୋଗ ପରେ ବ୍ଲକ୍ ଶିକ୍ଷା ବିଭାଗ ପକ୍ଷରୁ ଘଟଣାର ତଦନ୍ତ ପାଇଁ ବିଆରସିସିଙ୍କୁ ତଦନ୍ତ ପାଇଁ ପଠାଯାଇଥିଲା । ଘଟଣାର ସତ୍ୟତା ଜଣାପଡିବା ପରେ ଜିଲ୍ଲା ଶିକ୍ଷାଧିକାରୀ କପିଳେନ୍ଦ୍ର ମିଶ୍ରଙ୍କ ନିର୍ଦ୍ଦେଶ କ୍ରମେ ବ୍ଲକ୍ ଶିକ୍ଷା ଅଧିକାରୀଙ୍କ ପତ୍ର ସଂଖ୍ୟା ୧୨୬/୨୨ ମୂଳେ ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ ପ୍ରଣୟ ନାୟକ ସହକାରୀ ଶିକ୍ଷକ ପର୍ଶୁରାମ ବେହେରାଙ୍କୁ କାର୍ୟ୍ୟରୁ ନିଲମ୍ବିତ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!