Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁବତୀଙ୍କ ଘର ଆଗରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
July 29, 2022
in Crime, State
ଯୁବତୀଙ୍କ ଘର ଆଗରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
99
VIEWS
Share on FacebookShare on Twitter

ରାଉରକେଲା, (ବାଘୁଆବାର୍ତ୍ତା): ଯୁବତୀଙ୍କ ଘର ଆଗରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରଯାଇଛି। ଏଭଳି ଘଟଣା ଘଟିଛି ରାଉରକେଲା ସହରର ସେକ୍ଟର ୧୬ଅଞ୍ଚଳର ଶିବାଜୀ ନଗର ବସ୍ତିରେ। ମୃତ ଯୁବକ ଜଣଙ୍କ ହେଲେ ସୋନୁ ବଡାଇକ । ଆଜି ସକାଳେ ସୋନୁଙ୍କ ମୃତଦେହ ଯୁବତୀଙ୍କ ଘର ସାମ୍ନାରେ ଥିବା ଗଛରେ ଓହଳିଥିବା ସ୍ଥାନୀୟ ଲୋକ ଦେଖିଥିଲେ। ଏନେଇ ପରିବାର ଲୋକ ଓ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛି। ସୋନୁଙ୍କ ମୃତଦେହ ନିକଟରେ ତାଙ୍କ ଚପଲ ଓ ବିଭିନ୍ନ ସ୍ଥାନରେ ରକ୍ତ ଛିଟା ପଡ଼ିଛି। ଉକ୍ତ ଯୁବତୀଙ୍କ ସହ ସୋନୁଙ୍କର ପ୍ରେମ ସମ୍ପର୍କ ଥିଲା। ତାଙ୍କ ସ୍ୱାମୀକୁ କିଏ ହତ୍ୟା କରି ଟାଙ୍ଗି ଦେଇଥିବା ସୋନୁଙ୍କ ପତ୍ନୀ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷରେ ବିବାହ କରିବାକୁ ଯୁବତୀ ମନା କରିବାରୁ ସୋନୁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ସାଇଣ୍ଟି‍ଫିକ୍‌ ଟିମ୍‌ ଓ ପୁଲିସ ଘଟଣାର ତଦନ୍ତ କରୁଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!