Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୋଲିସ ଉପରେ ଆକ୍ରମଣ ଘଟଣା, ସାତ ମହିଳା ଗିରଫ

by ସଞ୍ଜୟ ସ୍ୱାଇଁ
July 29, 2022
in Crime, State
ପୋଲିସ ଉପରେ ଆକ୍ରମଣ ଘଟଣା, ସାତ ମହିଳା ଗିରଫ
85
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ପୋଲିସ ଉପରେ ଆକ୍ରମଣ ଘଟଣାରେ ପୋଲିସ ସାତ ଜଣ ମହିଳାଙ୍କୁ ଗିରଫ କରିଛି। ଘଟଣା ଘଟିଛି ସଦରଥାନା ବ୍ରାହ୍ମଣୀ ବାଛପୁର ଗାଁ। ଏକଚୋରା ଗାଡି ବୋଲେରୋ ଯାଞ୍ଚ ପାଇଁ ବୈୟରୀ ଥାନା ଓ ବରୀ ଥାନା ତରପରୁ ଚଢ଼ାଉ କରାଯାଇଥିବା ସମୟରେ ପୋଲିସ ଉପରେ ହୋଇଥିଲା ଆକ୍ରମଣ। ସଦରଥାନା ମାମଲା ରୁଜୁ ପରେ ଏହି ଘଟଣାରେ ସାତ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ସଦରଥାନା ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!