Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୩ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ

by ସଞ୍ଜୟ ସ୍ୱାଇଁ
July 29, 2022
in Crime, State
୧୩ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ
58
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ପୁରୀ ଅବକାରୀ ବିଭାଗକୁ ବଡ଼ ସଫଳତା । ୧୩୦ ଗ୍ରାମର ଧଳା ଜହର ଜବତ କରିଛି ଅବକାରୀ ବିଭାଗ। ଜବତ ବ୍ରାଉନ ସୁଗାର ଅନୁମାନିକ ମୂଲ୍ୟ ୧୩ ଲକ୍ଷ ଟଙ୍କା ହୋଇଥିବା ଜଣାପଡିଛି। ବ୍ରାଉନ ସୁଗାର ବେପାରୀ ଗୋବିନ୍ଦ ମୁଦୁଲିକୁ ଗିରଫ କରାଯାଇଛି। ସୂଚନା ଅନୁସାରେ ପୁରୀ ଅବକାରୀ ଅଧିକ୍ଷକ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ମୋବାଇଲ ସ୍କ୍ୱାଡ଼ର ନିରୀକ୍ଷକ ସଞ୍ଜୟ କୁମାର ପଣ୍ଡାଙ୍କ ନେତୃତ୍ୱରେ ଏକ ଟିମ ସତ୍ୟବାଦୀ ଥାନା ଅଧୀନ କାଦୁଆ ଛକଠାରେ ଚଢ଼ଉ କରି ବ୍ରାଉନ ସୁଗାର ବେପାରୀ ଗୋବିନ୍ଦ ମୁଦୁଲିକୁ ଗିରଫ କରିଛି। ଅଭିଯୁକ୍ତ ଗୋବିନ୍ଦ ଠାରୁ ୧୩୦ ଗ୍ରାମ ବ୍ରାଉନ ସୁଗାର ଅବକାରୀ ବିଭାଗ ଜବତ କରିଛି। ଜବତ ବ୍ରାଉନ ସୁଗାରର ବଜାର ମୁଲ୍ୟ ୧୩ ଲକ୍ଷ ଟଙ୍କା ହେବ ବୋଲି ସୂଚନା ଦେଇଛି ଅବକାରୀ ବିଭାଗ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!