Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନାବାଳକଙ୍କୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତ ଗିରଫ

by ସଞ୍ଜୟ ସ୍ୱାଇଁ
July 30, 2022
in Crime, State
ନାବାଳକଙ୍କୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତ ଗିରଫ
54
VIEWS
Share on FacebookShare on Twitter

ବଡବିଲ, (ବାଘୁଆବାର୍ତ୍ତା): ନାବାଳକଙ୍କୁ ଅପ୍ରାକୃତିକ ଦୁଷ୍କର୍ମ ଅଭିଯୋଗରେ ଜଣେ ଗିରଫ । ଜଣେ ନାବାଳକଙ୍କ ସହ ଅପ୍ରାକୃତିକ ଦୁଷ୍କର୍ମ ମାମଲାରେ ବଡବିଲ ପୋଲିସ ଅଭିଯୁକ୍ତ ଗଣେଶ ମୁଣ୍ଡାକୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଗୁରୁବାର ବଡବିଲ ଥାନା ଅନ୍ତର୍ଗତ କୋହ୍ଲ ବରପଦାରେ ଏଭଳି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ପୋଲିସ ଏ ଘଟଣାରେ ତ୍ବରିତ ପଦକ୍ଷେପ ଗ୍ରହଣ କରି ଅଭିଯୁକ୍ତକୁ ଗିରଫ କରିଛି । ସୂଚନାଯୋଗ୍ୟ ଯେ, ବଡବିଲ ଥାନା ଅନ୍ତର୍ଗତ କୋହ୍ଲ ବରପଦାରେ ବାପା-ମା’ଛେଉଣ୍ଡ ୧୨ ବର୍ଷର ନାବାଳକ ନିଜ ଆଈ ନିକଟରେ ରହୁଥିଲେ । ଘଟଣା ଦିନ ଆଈ କାମକୁ ଯାଇଥିବା ବେଳେ ନାବାଳକଙ୍କୁ ନିକଟସ୍ଥ ଜଙ୍ଗଲକୁ ନେଇ ଅପ୍ରାକୃତିକ ଭାବେ ଦୁଷ୍କର୍ମ କରିଥିଲା ଅଭିଯୁକ୍ତ ଗଣେଶ । ପୀଡିତ ନାବାଳକଙ୍କ ଆଈ ଏହା ଜାଣିବା ପରେ ବଡବିଲ ଥାନାରେ ଅଭିଯୋଗ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!