Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବତନ ବ୍ୟାଙ୍କ ମ୍ୟାନେଜରଙ୍କ ଠାରୁ ୯୪ ଲକ୍ଷ ଟଙ୍କା ଠକେଇ

by ସଞ୍ଜୟ ସ୍ୱାଇଁ
July 31, 2022
in Crime, State
ପୂର୍ବତନ ବ୍ୟାଙ୍କ ମ୍ୟାନେଜରଙ୍କ ଠାରୁ ୯୪ ଲକ୍ଷ ଟଙ୍କା ଠକେଇ
148
VIEWS
Share on FacebookShare on Twitter

ସମ୍ୱଲପୁର, (ବାଘୁଆବାର୍ତ୍ତା): ହୀରାକୁଦ ଥାନା ଅଞ୍ଚଳରେ ବଡ ଧରଣର ଠକେଇ । ଜଣେ ପୂର୍ବତନ ବ୍ୟାଙ୍କ ମ୍ୟାନେଜରଙ୍କଠାରୁ ୯୪ ଲକ୍ଷ ଟଙ୍କା ଠକି ନେଇ ଧରାଛୁଆଁ ଦେଉନଥିବା ଅଭିଯୋଗ । ଏନେଇ ହୀରାକୁଦ ଥାନାର ଦ୍ବାରସ୍ଥ ହୋଇଛନ୍ତି ପୂର୍ବତନ ବ୍ୟାଙ୍କ ମ୍ୟାନେଜର ଗୀତା ମେହେର । ଅଭିଯୁକ୍ତ ବିଭୂତି ଭୂଷଣ ରାଉତ ଝାରସୁଗୁଡା ଜିଲ୍ଲାର ଜଣେ ଅଧିକାରୀଙ୍କ ନିକଟ ସମ୍ପର୍କୀୟ ବୋଲି ଜଣାପଡିଛି । ତେବେ ଗୀତା ମେହେରଙ୍କ ଠାରୁ ସେ ୯୪ ଲକ୍ଷ ଟଙ୍କା ଧାର ଆକରରେ ନେଇଥିବା ସେ ଏତଲାରେ ଉଲ୍ଲେଖ କରିଛନ୍ତି । ହେଲେ ଟଙ୍କା ଫେରାଇବା ନେଇ ଅଭିଯୁକ୍ତ ବିଭୂତି ଭୂଷଣ ରାଉତ ଏକାଧିକ ଥର ବ୍ଲାଙ୍କ୍‌ ବ୍ୟାଙ୍କ୍‌ ଚେକ୍ ଦେଇଥିବା ବେଳେ ତାହା ବାରମ୍ବାର ବାଉନ୍ସ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!