Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ୧୦ ବଖରା ଘର ଜାଳିଦେଲେ ଦୁର୍ବୃତ୍ତ

by ସଞ୍ଜୟ ସ୍ୱାଇଁ
August 1, 2022
in Crime, State
ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ୧୦ ବଖରା ଘର ଜାଳିଦେଲେ ଦୁର୍ବୃତ୍ତ
29
VIEWS
Share on FacebookShare on Twitter

ନିମାପଡ଼ା, (ବାଘୁଆବାର୍ତ୍ତା): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ୧୦ ବଖରା ଘର ଜାଳିଦେଲେ ଦୁର୍ବୃତ୍ତ। ପୁରୀ ଜିଲ୍ଲା ପିପିଲି ବ୍ଲକ ସରସ୍ଵତୀପୁର ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ନିଆଁରେ ପୋଡ଼ିହୋଇ ସମସ୍ତ ଆସବାବପତ୍ର ଜଳିପୋଡ଼ି ଛାରଖାର ହୋଇଯାଇଛି। ସୂଚନାନୁଯାୟୀ, ପିପିଲି ବ୍ଲକ ସରସ୍ଵତୀପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଅଗ୍ନିକାଣ୍ଡ ଘଟିଛି। ଗତକାଲି ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ୧୦ ବଖରା ଘର ଜାଳି ଦେଇଛନ୍ତି। ଫଳରେ ଘରର ସମସ୍ତ ଆସବାବପତ୍ର ଜଳିପୋଡ଼ି ଛାରଖାର ହୋଇଯାଇଛି। ଘଟଣାସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ପୂର୍ବରୁ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇ ବଳଙ୍ଗା ଥାନାରେ ଅଭିଯୋଗ ହୋଇଥିବା ସୂଚନା ମିଳିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!