Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାଉଡିଆଙ୍କୁ ଆକ୍ରମଣ କରି ୨ ଗିରଫ

by ସଞ୍ଜୟ ସ୍ୱାଇଁ
August 1, 2022
in Crime, State
କାଉଡିଆଙ୍କୁ ଆକ୍ରମଣ କରି  ୨ ଗିରଫ
74
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ ଗୁଜିଦରଡ଼ା ଅଞ୍ଚଳରେ କିଛି କାଉଡିଆ ମହାଦେବଙ୍କ ଉପରେ ଜଳାଭିଷେକ କରିବା ପାଇଁ ଯାଉଥିବା ବେଳେ ସେମାନଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ଜଣେ କାଉଡିଆ ଗୁରୁତର ହୋଇ ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଛନ୍ତି। ଏହି ଘଟଣାରେ ପୋଲିସ ୨ ଜଣଙ୍କୁ ଗିରଫ କରିଛି। ସୂଚନା ଅନୁଯାୟୀ ରବିବାର ଗୁଜିଦରଡ଼ା ଅଞ୍ଚଳର କିଛି କାଉଡିଆ ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ମାଇକ ବଜାଇ ଯାଉଥିଲେ। ଏହି ସମୟରେ କେତେ ଜଣ ସେମାନଙ୍କ ଉପରେ ଆକ୍ରମଣ କରିଥିଲେ। ଫଳରେ ଜଣେ କାଉଡିଆ ଭକ୍ତ ଗୁରୁତର ହୋଇ ମେଡ଼ିକାଲରେ ଭର୍ତ୍ତି ହୋଇଛନ୍ତି। ଏହି ଘଟଣାରେ କାଉଡିଆଙ୍କ ତରଫରୁ ଥାନାରେ ଅଭିଯୋଗ ହୋଇଥିଲା।ଏହି ଅଭିଯୋଗ କୁ ଭିତ୍ତି କରି ପୋଲିସ ତଦନ୍ତ କରିବା ସହ ଦୁଇ ଜଣଙ୍କୁ ଗିରଫ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!