Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରସାଦ ଖାଇ ଜଣେ ମୃତ, ୧୧ ଗୁରୁତର

by ସଞ୍ଜୟ ସ୍ୱାଇଁ
August 1, 2022
in Health, State
ପ୍ରସାଦ ଖାଇ ଜଣେ ମୃତ, ୧୧ ଗୁରୁତର
39
VIEWS
Share on FacebookShare on Twitter

ବାଲେଶ୍ୱର, (ବାଘୁଆବାର୍ତ୍ତା): ଭୋଗରୁ ବିଷକ୍ରିୟା, ଜଣେ ମୃତ ୧୧ ଗୁରୁତର । ଭୋଗରାଇ ବ୍ଲକ ଦାରୁହା ଗ୍ରାମର କିଟିସାହିରେ ଅଘଟଣ । ସୁଜନ ଦାସଙ୍କ ଘରେ ପ୍ରସାଦ ଖାଇ ପ୍ରାୟ ୨୦୦ ଜଣଙ୍କୁ ଝାଡ଼ାବାନ୍ତି । ୧୧ ଜଣଙ୍କ ଅବସ୍ଥା ଗୁରୁତର ଥିବା ସୂଚନା । ଆକ୍ରାନ୍ତଙ୍କୁ ମାନଙ୍କୁ ଭୋଗରାଇ ଜଳେଶ୍ୱର ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଗୁରତଙ୍କୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେକୁ ସ୍ଥାନାନ୍ତର କରାଯାଇଛି । ମିଳିଥିବା ସୂଚନା ମୁତାବକ ବିଷକ୍ରିୟା ଯୋଗୁଁ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା । ମୃତକ ଜଣକ ନାମ ସଞ୍ଜୁରାଣୀ ସାହୁ । ସେପଟେ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଡାକ୍ତରୀ ଟିମ ଆସି ଗ୍ରାମରେ ପହଞ୍ଚି କରୁଛନ୍ତି ତଦନ୍ତ । ଡାକ୍ତରୀ ଦଳ ପ୍ରତ୍ୟେକ ଘର କୁ ଘର ଯାଇ ଚିକିତ୍ସା ଯୋଗାଇ ଦିଆଯାଉଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!