Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜଧାନୀରେ ପୁଣି ଆତଙ୍କ, ଲୁଟିନେଲେ ନଗଦ ଟଙ୍କା ଓ ସୁନା ଚେନ୍

by ସଞ୍ଜୟ ସ୍ୱାଇଁ
August 2, 2022
in Crime, State
ରାଜଧାନୀରେ ପୁଣି ଆତଙ୍କ, ଲୁଟିନେଲେ ନଗଦ ଟଙ୍କା ଓ ସୁନା ଚେନ୍
57
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜଧାନୀରେ ପୁଣି ଆତଙ୍କ ଖେଳାଇଲେ ଲୁଟେରା । ଏଥର ଟାର୍ଗେଟରେ ରାକ୍ଷୀ ଦୋକାନୀ। ମରଣାନ୍ତକ ଆକ୍ରମଣ କରି ଲୁଟିନେଲେ ନଗଦ ୨୫ହଜାର ଟଙ୍କା ଏବଂ ସୁନା ଚେନ। ମରଣାନ୍ତକ ଆକ୍ରମଣ ଯୋଗୁ ସଙ୍କଟାପନ୍ନ ଅବସ୍ଥାରେ ରାଖୀ ବ୍ୟବସାୟୀ। ଖବର ଅନୁଯାୟୀ, ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ନୀଳାଦ୍ରି ବିହାର ସ୍ଥିତ ମଙ୍ଗଳା ମନ୍ଦିର ନିକଟରେ ରାଖୀ ଦୋକାନୀ ବିକାଶ କୁମାର ଜେନାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଦୋକାନ ବନ୍ଦ କରି ଘରକୁ ଫେରିବା ସମୟରେ ୨ଟି ପଲସର ବାଇକରେ ଚାରି ଜଣ ଦୁର୍ବୁତ୍ତ ପିଛା କରି ଡ଼ିଏଭି ସ୍କୁଲ ସମ୍ମୁଖରେ କରିଥିଲେ ଆକ୍ରମଣ। ବିକାଶଙ୍କୁ ଲହୁଲୁହାଣ କରି ଲୁଟିନେଲେ ଟଙ୍କା ଏବଂ ସୁନା ଚେନ। ଘଟଣାର ସମସ୍ତ ସିସିଟିଭି ଫୁଟେଜ ପୁଲିସର ହସ୍ତଗତ ହୋଇଥିବା ଅପରଧୀଙ୍କୁ ଧରିବା ପାଇଁ ପୁଲିସର ତନାଘନା। ସେପଟେ ଏହିପରି ଘଟଣା ପରେ ରାଖୀ ଦୋକାନୀଙ୍କ ଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ମନରେ ଆତଙ୍କ ସୃଷ୍ଟି ହୋଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!