Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଛାତ ଉପରୁ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
August 4, 2022
in Crime, State
ବରଗଡ଼ ଜିଲ୍ଲା ବରପାଲିରେ ଦୁଇଦିନରେ ମିଳିଲା ଦୁଇଜଣଙ୍କ ମୃତଦେହ
81
VIEWS
Share on FacebookShare on Twitter

ଖୋର୍ଦ୍ଧା, (ବାଘୁଆବାର୍ତ୍ତା): ଘରର ଛାତ ଉପରୁ ଜଣେ ଯୁବକଙ୍କ ମୃତଦେହ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏଭଳି ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ଅନ୍ତର୍ଗତ ମୋଟା ଗାଁରେ। ଯୁବକଙ୍କ ମୁଣ୍ଡକୁ ଦୁର୍ବୃତ୍ତ ପଥର କିମ୍ବା ଅନ୍ୟ କେଉଁ ଓଜନର ଜିନିଷରେ ଛେଚି ହତ୍ୟା କରିଛି। ମୃତ ଯୁବକ ଜଣଙ୍କ ହେଲେ ରଘୁନାଥ ମହାରଣା। ତାଙ୍କୁ ୪୨ ବର୍ଷ ହୋଇଥିଲା। ରଘୁନାଥଙ୍କ ମୃତଦେହ ନିକଟରେ ତାଙ୍କ ମୋବାଇଲ ପଡ଼ିଛି। ଗତକାଲି ରଘୁନାଥ ଗାଁର ଏକ ନୂଆ କରି ନିର୍ମାଣ କରାଯାଇଥିବା ଜଣଙ୍କ ଘର ଛାତ ଉପରେ ଶୋଇଥିଲେ। ଆଜି ସକାଳେ ସେ ରକ୍ତାକ୍ତ ଅବସ୍ଥାରେ ପଡ଼ିଥିବା ଗ୍ରାମବାସୀ ଦେଖିଥିଲେ। ଏନେଇ ପରିବାର ଲୋକ ଓ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି। ରଘୁନାଥଙ୍କୁ ହତ୍ୟା କରାଯାଇଛି ବୋଲି ପରିବାର ଲୋକ ଅଭିଯୋଗ କରିଛନ୍ତି। ରଘୁନାଥଙ୍କୁ ହତ୍ୟା କରାଯାଇଛି ନାଁ ଅନ୍ୟ କିଛି କାରଣ ଅଛି ତାର କାରଣ ଅସ୍ପଷ୍ଟ ରହିଛି। ପୁଲିସ ଘଟଣାର ତଦନ୍ତ କରୁଛି। ଏପର୍ୟ୍ୟନ୍ତ ରଘୁନାଥଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ କରାଯାଇ ନାହିଁ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!